Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଷା ବିତ୍ପାତ : ବେହାଲ୍‌ ବିହାର, ୧୫ଟି ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦୁଇଦିନରେ ୟୁପିରେ ୭୯ ମୃତ
ଆଜିର ଖବର

ବର୍ଷା ବିତ୍ପାତ : ବେହାଲ୍‌ ବିହାର, ୧୫ଟି ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦୁଇଦିନରେ ୟୁପିରେ ୭୯ ମୃତ

September 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାରରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ନେଇ ରବିବାର ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୫ଟି ଜିଲାକୁ ରେଡ଼ ଆଲର୍ଟ ଜାରି କରିଥିବା ବେଳେ ୧୦ଟି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷା ହେବା କାରଣରୁ ବନ୍ୟାସ୍ଥିତିକୁ ଦୃଷ୍ଟିରେ ରଖି କିଛି ଜିଲାର  ସ୍କୁଲ ଓ ଅଙ୍ଗନବାଡ଼ିକୁ ଆଗାମୀ ୨ ଦିନ ପାଇଁ ବନ୍ଦ ରଖାଯାଇଛି। ସେହିଭଳି ବିହାରକୁ ଆସୁଥିବା ଓ ଯାଉଥିବା କିଛି ଟ୍ରେନକୁ ମଧ୍ୟ ବାତିଲ କରାଯାଇଛି। ଏନଡ଼ିଆରଏଫ ଓ ସେନା ଉଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତ ରହିଛନ୍ତି।

ପ୍ରବଳ ବର୍ଷା ଯୋଗୁଁ ଉତ୍ତରପ୍ରଦେଶରେ ବନ୍ୟା ଯୋଗୁ ଗତ ୨ ଦିନ ମଧ୍ୟରେ ୭୯ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଶନିବାର ରାଜ୍ୟରେ ୩୫ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବିହାର ଏବଂ ମହାରାଷ୍ଟ୍ରରେ ଲଗାତାର ବର୍ଷା ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବନ୍ୟା ଜଳ ଘେରରେ ଜଳବନ୍ଦୀ ଥିବା ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି। ଅସ୍ଥାୟୀ ଶିବିରରେ ବନ୍ୟା ବିପନ୍ନଙ୍କୁ ରିଲିଫ୍‌ ଏବଂ ରନ୍ଧା ଖାଦ୍ୟ ଦିଆଯାଉଛି। ଏହାକୁ ଦୃଷ୍ଟିରେ ରଖି ଉଦ୍ଧାରକାରୀ ଦଳଙ୍କୁ ଯେ କୌଣସି ପରିସ୍ଥିତିର ମୁକାବିଲା ଲାଗି ସଜାଗ ରଖାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Latest News

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.