Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ଏସ୍‌ସିବି ମେଡିକାଲରେ ଜଗା-କାଳିଆଙ୍କ ଚିକିତ୍ସା ପ୍ରସଙ୍ଗ : କାଳିଆର ସ୍ବାସ୍ଥ୍ୟାବସ୍ଥା ସ୍ଥିର
ଆଜିର ଖବର

କଟକ ଏସ୍‌ସିବି ମେଡିକାଲରେ ଜଗା-କାଳିଆଙ୍କ ଚିକିତ୍ସା ପ୍ରସଙ୍ଗ : କାଳିଆର ସ୍ବାସ୍ଥ୍ୟାବସ୍ଥା ସ୍ଥିର

September 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ ଏସସିବିରେ ଚିକିତ୍ସିତ ହେଉଛନ୍ତି କନ୍ଧମାଳର ଯୋଡାମୁଣ୍ଡ ଶିଶୁ ଜଗାକାଳିଆ । ଦିଲ୍ଲୀ ଏମସରୁ ଦୁଇ ଭାଇଙ୍କ ମୁଣ୍ଡ ଅଲଗା ହୋଇ କଟକ ଆସିବା ପରେ ଜଗା ପ୍ରାୟତଃ ସୁସ୍ଥ ରହିଛି । କିନ୍ତ କାଳିଆର ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରେ ଲାଗିଛି । କାଳିଆ ଏବେ ଗୁରୁତର ଅବସ୍ଥାରେ ଭେଂଟିଲେଟରରେ ରହିଛି । ତେବେ କାଳିଆର ସ୍ୱାସ୍ଥ୍ୟାବସ୍ଥା ନେଇ ଏସସବି ପକ୍ଷରୁ ଏମ୍ସ ଡାକ୍ତରଙ୍କ ପରାମର୍ଶ ନିଆଯାଇଛି । ଏସସିବି ଡାକ୍ତରଙ୍କ କହିବାନୁସାରେ, ଏମ୍ସ ଡାକ୍ତରଙ୍କ ପରାମର୍ଶରେ ଜଗା-କାଳିଆର ଚିକିତ୍ସା କରାଯାଉଛି । କାଳିଆର ଛାତିରେ ସଂକ୍ରମଣ ଓ ନିମୋନିଆ ମଧ୍ୟ ହୋଇଛି । ଯାହା ଫଳରେ ତାକୁ ଭେଂଟିଲେଟରରେ ରଖାଯାଇଛି। ତେବେ ବର୍ତ୍ତମାନ କାଳିଆର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ।  ସୂଚନାଯୋଗ୍ୟ, ଏକ ୧୪ ଜଣିଆ ଡାକ୍ତରୀ ଟିମ୍ କାଳିଆର ଅବସ୍ଥା ଉପରେ ନଜର ରଖିଛନ୍ତି । ଗତକାଲି କାଳିଆର ସ୍ୱାସ୍ଥ୍ୟାରେ ଅବନତି ଘଟିବା ପରେ ଏମ୍ସ ଡାକ୍ତରଙ୍କ ନିକଟକୁ ଚିଠି ଲେଖାଯାଇଥିଲା ।

 

Share. Facebook Twitter LinkedIn Email WhatsApp Copy Link

Related Posts

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026
Latest News

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.