Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କଲେ ସିପିଆଇ ସାଧାରଣ ସଂପାଦକ ଡି. ରାଜା
ଆଜିର ଖବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କଲେ ସିପିଆଇ ସାଧାରଣ ସଂପାଦକ ଡି. ରାଜା

September 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିପିଆଇ ସାଧାରଣ ସଂପାଦକ ଡି. ରାଜାଙ୍କ ଟାର୍ଗେଟ କରିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ‘ନିର୍ବାଚନ ପୂର୍ବରୁ ନବୀନ ଗୋଟିଏ କଥା କହୁଥିଲେ, କିନ୍ତୁ ନିର୍ବାଚନ ପରେ ସଂପୂର୍ଣ୍ଣ ଭାବେ ତାଙ୍କର ସ୍ବର ବଦଳି ଯାଇଛି। କେନ୍ଦ୍ର ସରକାରଙ୍କ ଅନେକ କଥାରେ ଓଡ଼ିଶା ସରକାର ସହମତି ପ୍ରକାଶ କରୁଛନ୍ତି। ଅର୍ଥନୀତି ଉପରେ ଆକ୍ରମଣ ଚାଲିଥିବା ବେଳେ ଓଡ଼ିଶା ମୁଖ୍ୟମନ୍ତ୍ରୀ ଚୁପ୍ ରହୁଛନ୍ତି।’ ଭଗତ ସିଂହଙ୍କ ସହିଦ୍‌ ଦିବସ ଉପଲକ୍ଷେ କଟକରେ ସିପିଆଇ ପକ୍ଷରୁ ଏକ ରାଜ୍ୟ ସାଙ୍ଗଠନିକ ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ସମ୍ମିଳନୀରେ ଯୋଗ ଦେଇ ସିପିଆଇ ସାଧାରଣ ସମ୍ପାଦକ ଡି.ରାଜା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ନବୀନ ପଟ୍ଟନାୟକ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ଆହ୍ବାନ ଦେଇଛନ୍ତି । ଦେଶରେ ମାନ୍ଦାବସ୍ଥା ଦେଖାଦେଉଥିବା ବେଳେ ବିରୋଧୀମାନେ ଏହାର ବିରୋଧ କରୁଛନ୍ତି କିନ୍ତୁ ନବୀନ ଏନେଇ ଚୁପ୍ ଅଛନ୍ତି। କେନ୍ଦ୍ର ସରକାରଙ୍କ ଅନେକ କଥାରେ ସହମତି ପ୍ରକାଶ କରୁଛନ୍ତି। ସବୁବେଳେ ଲୋକଙ୍କୁ ସତ ଲୁଚାଇ ହେବ ନାହିଁ। ତେଣୁ ନିଜର ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ। ଯଦି ହିନ୍ଦୀ ଏକକ ଭାଷୀ ହୁଏ ତେବେ ଓଡିଶା ଲୋକଙ୍କର କଣ ହେବ ବୋଲି କହି ନବୀନଙ୍କୁ ଟାର୍ଗେଟ କରିଛନ୍ତି ଡି. ରାଜା।

ନବୀନ ପଟ୍ଟନାୟକ ସିପିଆଇ
Share. Facebook Twitter LinkedIn Email WhatsApp Copy Link

Related Posts

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026

ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା ଅଭିଯୋଗ: ସ୍ୱାମୀ ଓ ଶ୍ୱଶୁର ଘର ଲୋକଙ୍କ ବିରୋଧରେ ମାମଲା ରୁଜୁ

February 26, 2026
Latest News

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026

ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା ଅଭିଯୋଗ: ସ୍ୱାମୀ ଓ ଶ୍ୱଶୁର ଘର ଲୋକଙ୍କ ବିରୋଧରେ ମାମଲା ରୁଜୁ

February 26, 2026

ଶେଗାଓଁରେ ଜାତୀୟ ଆରୋଗ୍ୟ ମେଳା-୨୦୨୬ର ଉଦଘାଟନ କଲେ ରାଷ୍ଟ୍ରପତି

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.