Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଲିଠୁ ୟୁନିଫର୍ମ ବ୍ୟାଙ୍କିଙ୍ଗ ଟାଇମ୍‌: ଗ୍ରାହକଙ୍କ ପାଇଁ ୧୦ଟାରୁ ୪ଟା ଯାଏ ଖୋଲା ରହିବ ବ୍ୟାଙ୍କ
ଆଜିର ଖବର

କାଲିଠୁ ୟୁନିଫର୍ମ ବ୍ୟାଙ୍କିଙ୍ଗ ଟାଇମ୍‌: ଗ୍ରାହକଙ୍କ ପାଇଁ ୧୦ଟାରୁ ୪ଟା ଯାଏ ଖୋଲା ରହିବ ବ୍ୟାଙ୍କ

September 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କାଲିଠାରୁ ସବୁ ସରକାରୀ ବ୍ୟାଙ୍କ କାର୍ଯ୍ୟ ଅବଧିରେ ପରିବତ୍ତର୍ନ ହେଉଛି । ବ୍ୟାଙ୍କ କାର୍ଯ୍ୟ ଅବଧି ଦିନ ୧୦ଟାରୁ ଅପରାହ୍ନ ୪ଟା ହେବ । ଗ୍ରାହକମାନଙ୍କ ସୁବିଧା ପାଇଁ ନୀତିଗତ ଭାବେ ଲାଗୁ ହେବ ନିଷ୍ପତ୍ତି ।  ସବୁ ସରକାରୀ ବ୍ୟାଙ୍କର ସମାନ କାର୍ଯ୍ୟ ଅବଧି ନେଇ ଏସ୍‌ଏଲ୍‌ବିସିରେ ନିଷ୍ପତ୍ତି ନିଆଯାଇଛି । ୟୁକୋ ବ୍ୟାଙ୍କ ଅଧ୍ୟକ୍ଷ ଅତୁଲ କୁମାର ଗୋୟଲ ସୂଚନା ଦେଇଛନ୍ତି । ସମାନ ସମୟ ଅବଧି ପାଳନ ପାଇଁ ଘରୋଇ ବ୍ୟାଙ୍କକୁ ବି କୁହାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୧ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ଆର୍ଥିକ ଲାଭ ସମ୍ଭାବନା

August 1, 2026

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Latest News

‘ମୋତେ ଏବଂ ମୋ ସ୍ୱର୍ଗତ ମାଆଙ୍କୁ ଗାଳି କରିଥିବା ପିଲାମାନଙ୍କୁ ମୁଁ କ୍ଷମା କରୁଛି’: ପ୍ରଧାନମନ୍ତ୍ରୀ ମୋଦି

August 1, 2026

ଅଗଷ୍ଟ ୧ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ଆର୍ଥିକ ଲାଭ ସମ୍ଭାବନା

August 1, 2026

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.