Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପୁର ଉପନିର୍ବାଚନ : ସରିଲା ପ୍ରାର୍ଥୀପତ୍ର ଦାଖଲ
ଆଜିର ଖବର

ବିଜେପୁର ଉପନିର୍ବାଚନ : ସରିଲା ପ୍ରାର୍ଥୀପତ୍ର ଦାଖଲ

September 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପୁର ଉପ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ତିନି ପ୍ରମୁଖ ଦଳର ପ୍ରାର୍ଥୀ

ସମୀକ୍ଷା ବ୍ୟୁରୋ

ବିଜେପୁର ଉପନିର୍ବାଚନ ପାଇଁ ୭ଜଣ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ବିଜେପିର ସନତ ଗଡତିଆ, ବିଜେଡିର ରୀତା ସାହୁ, କଂଗ୍ରେସର ଦିଲ୍ଲୀପ ପଣ୍ଡାଙ୍କ ସମେତ ଅଖିଳ ଭାରତୀୟ ହିନ୍ଦୁ ମହାସଭା ଓ ସମାଜବାଦୀର ପାର୍ଟିର ଜଣେ ଲେଖାଏଁ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ଦୁଇ ଜଣ ସ୍ବାଧୀନ ପ୍ରାର୍ଥୀ ମଧ୍ୟ ଏହି ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ପଦ୍କପୁର ଉପଜିଲ୍ଲାପାଳ ଏହି ସମ୍ବନ୍ଧୀୟ ସୂଚନା ଦେଇଛନ୍ତି । କଂଗ୍ରେସର ଗଡ଼ ଥିବା ବିଜେପୁର ସୁବଳ ସାହୁଙ୍କ ମୃତ୍ୟୁ ପରେ ବିଜେଡ଼ି ଆସନ ତରଫରୁ ରୀତା ସାହୁ ଟିକେଟ ପାଇ ଜିତିଥିଲେ । ତେବେ ସେତେବେଳେ ସମବେଦନା ମୂଳକ ଭୋଟ ହେଉ ଅଥବା ବିଜେପୁର ପ୍ରତି ବିଜେଡ଼ିର ଫୋକସ୍‌ ପ୍ଲାନ୍‌ ହେଉ କିନ୍ତୁ ବିଜେଡ଼ି ସେଠାରେ ବାଜିମାତ୍‌ କରିଥିବାବେଳେ ଚଳିତ ସାଧାରଣ ନିର୍ବାଚନରେ ବିଜେଡ଼ି ସୁପ୍ରିମୋ ବିଜେପୁର ଆସନର ଛିଡା ହୋଇ ବାଜିମାତ୍‌ କରିଥିଲେ । ନବୀନ ପଟ୍ଟନାୟକ ହିଞ୍ଜିଳି ସହିତ ବିଜେପୁରର ଲଢି  ବିଜୟୀ ହୋଇଥିଲେ । ତେବେ ବିଜେପୁର ଉପନିର୍ବାଚନକୁ ନେଇ ଅଙ୍କକଷା ଆରମ୍ଭ ହୋଇଗଲାଣି । ପାଟକୁରା ପରି ଏଠାରେ ବିଜେଡ଼ି ବାଜିମାତ କରିବ ନା ଏଠି ଆଉ କିଛି ନୂତନ ସମୀକରଣ ଦେଖିବାକୁ ମିଳିବ, ତାହା ଅକ୍ଟୋବର ୨୪ ତାରିଖରେ ସ୍ପଷ୍ଟ ହୋଇଯିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.