Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ୧୦ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ
ଆଜିର ଖବର

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ୧୦ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

September 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
KOLKATA, SEP 24 (UNI) A man uses a plastic sheet to protect themselves from heavy rain in Kolkata on Tuesday. UNI PHOTO CAL5

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣବଳୟ ପ୍ରଭାବରେ ଆସନ୍ତା ୨୪ଘଣ୍ଟା ରାଜ୍ୟରେ ବର୍ଷା ଜାରି ରହିବ । ଏହା ସହ ଆଜି ସନ୍ଧ୍ୟା ୬ଟା ମଧ୍ୟରେ ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ପୂର୍ବାନୁମାନ କରି ସନ୍ଧ୍ୟା ୬ଟା ସୁଦ୍ଧା ୯ଟି ଜିଲ୍ଲାକୁ ସତର୍କ ରହିବା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।  ଘଡଘଡି ସହ ବର୍ଷା ହେବା ସମ୍ଭାବନା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଥିବା ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼ ସମ୍ବଲପୁର ଏବଂ ମୟୂରଭଞ୍ଜ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା,ବାଲେଶ୍ୱର ଓ ମୟୁରଭଞ୍ଜ ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁ ଗସ୍ତରେ ଉପରାଷ୍ଟ୍ରପତି, ଆଜି ସ୍ୱର୍ଣ୍ଣ ମନ୍ଦିର କାର୍ଯ୍ୟକ୍ରମରେ ହେବେ ସାମିଲ

January 3, 2026

ନଭେମ୍ବରରେ ଓଡ଼ିଶାରେ ଜିଓ ଯୋଡ଼ିଛି ସର୍ବାଧିକ ୧ ଲକ୍ଷ ୮୫ ହଜାର ନୂତନ ଗ୍ରାହକ: ଟ୍ରାଇ ତଥ୍ୟ

January 3, 2026

୨୯ ଦିନ ପରେ ମଧ୍ୟ ‘ଧୁରନ୍ଧର’ ହିଟ୍: ବିଶ୍ୱବ୍ୟାପୀ ହେଲା ସବୁଠାରୁ ଦ୍ୱିତୀୟ ବଡ଼ ହିନ୍ଦୀ ଫିଲ୍ମ

January 3, 2026

ଆଣ୍ଡାମାନ ଗସ୍ତରେ ଯିବେ ଗୃହମନ୍ତ୍ରୀ, ଅନେକ କାର୍ଯ୍ୟକ୍ରମରେ ଦେବେ ଯୋଗ

January 3, 2026
Latest News

ତାମିଲନାଡୁ ଗସ୍ତରେ ଉପରାଷ୍ଟ୍ରପତି, ଆଜି ସ୍ୱର୍ଣ୍ଣ ମନ୍ଦିର କାର୍ଯ୍ୟକ୍ରମରେ ହେବେ ସାମିଲ

January 3, 2026

ନଭେମ୍ବରରେ ଓଡ଼ିଶାରେ ଜିଓ ଯୋଡ଼ିଛି ସର୍ବାଧିକ ୧ ଲକ୍ଷ ୮୫ ହଜାର ନୂତନ ଗ୍ରାହକ: ଟ୍ରାଇ ତଥ୍ୟ

January 3, 2026

୨୯ ଦିନ ପରେ ମଧ୍ୟ ‘ଧୁରନ୍ଧର’ ହିଟ୍: ବିଶ୍ୱବ୍ୟାପୀ ହେଲା ସବୁଠାରୁ ଦ୍ୱିତୀୟ ବଡ଼ ହିନ୍ଦୀ ଫିଲ୍ମ

January 3, 2026

ଆଣ୍ଡାମାନ ଗସ୍ତରେ ଯିବେ ଗୃହମନ୍ତ୍ରୀ, ଅନେକ କାର୍ଯ୍ୟକ୍ରମରେ ଦେବେ ଯୋଗ

January 3, 2026

ଆସନ୍ତା ୨୫ରୁ ଖଣ୍ଡଗିରି ମାଘ ମେଳା: ବିଏମସି ପକ୍ଷରୁ ପ୍ରସ୍ତୁତି ଆରମ୍ଭ

January 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.