Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠୁ ୧୦ଟାରୁ ୪ଟା ଯାଏଁ ଖୋଲା ରହିବ ବ୍ୟାଙ୍କ
ଆଜିର ଖବର

ଆଜିଠୁ ୧୦ଟାରୁ ୪ଟା ଯାଏଁ ଖୋଲା ରହିବ ବ୍ୟାଙ୍କ

October 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ୟାଙ୍କ କାର୍ଯ୍ୟ ସମୟରେ ପରିବର୍ତ୍ତନ ହୋଇଛି । ଏଣିକି ଗ୍ରାହକଙ୍କ ପାଇଁ ବ୍ୟାଙ୍କ କାର୍ଯ୍ୟ ଅବଧି ସକାଳ ୧୦ଟାରୁ ଅପରାହ୍ନ ୪ଟା ଯାଏଁ ରହିବାକୁ ନିଷ୍ପତି ହୋଇଛି । ଏନେଇ ଗତକାଲି  ୟୁକୋ ବ୍ୟାଙ୍କ ଅଧ୍ୟକ୍ଷ ଅତୁଲ କୁମାର ଗୋୟଲ ସୂଚନା ଦେବା ପରେ ଆଜିଠାରୁ ବ୍ୟାଙ୍କ ସମୟରେ ପରିବର୍ତ୍ତନ ହେବ । ଗତକାଲି ଷ୍ଟେଟ ଲେବଲ ବ୍ୟାଙ୍କର୍ସ କମିଟିର ୧୫୬ ତମ ବୈଠକ ବସିଥିଲା । ଏହି ବୈଠକରେ ରାଜ୍ୟର ସମସ୍ତ ସରକାରୀ ବ୍ୟାଙ୍କ ଗୁଡ଼ିକ ଗ୍ରାହକଙ୍କ କାର୍ଯ୍ୟ ପାଇଁ ଅବଧି ୧୦ଟାରୁ ୪ଟା ଯାଏଁ ରହିବ ବୋଲି ନିଷ୍ପତ୍ତି ହୋଇଥିଲା । ପୂର୍ବରୁ ଏହି ବ୍ୟାଙ୍କ ଗୁଡ଼ିକ ଖୋଲିବା ସମୟ ଭିନ୍ନ ଭିନ୍ନ ରହିଥିଲା । ତେଣୁ ଏଥିରେ ପରିବର୍ତ୍ତନ କରି ବ୍ୟାଙ୍କ ଗ୍ରାହକଙ୍କ ସୁବିଧା ପାଇଁ ନୀତିଗତ ଭାବେ ଆଜିଠାରୁ ନୂଆ ନିୟମ ସମସ୍ତ ସରକାରୀ ବ୍ୟାଙ୍କ ପାଇଁ ଲାଗୁ କରାଯାଇଛି । ରାଜ୍ୟର ସବୁ ସରକାରୀ ବ୍ୟାଙ୍କ ଗଡ଼ିକ ପାଇଁ ଏହି ନିୟମ ରହିଛି ।  ବେସରକାରୀ ବ୍ୟାଙ୍କ ଅଥବା ଘରୋଇ ବ୍ୟାଙ୍କ ଗୁଡ଼ିକୁ ମଧ୍ୟ ଏହି ନିୟମ ଲାଗୁ କରିବାକୁ ଅନୁରୋଧ କରାଯାଇଛି ବୋଲି ୟୁକୋ ବ୍ୟାଙ୍କ ଅଧ୍ୟକ୍ଷ ଅତୁଲ କୁମାର ଗୋୟଲ ସୂଚନା ଦେଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜାନୁୟାରୀ ୨୬ ତାରିଖ ସୋମବାରରେ ପାଞ୍ଚୋଟି ରାଶି ପାଇବେ ଶୁଭ ଖବର, ଖୁସି ହୋଇଯିବେ

January 26, 2026

ଏକତା ପରିଷଦ ଟ୍ରଷ୍ଟ ଓ ଓଡ଼ିଆର୍ଟର ମିଳିତ ଉଦ୍ୟମରେ ରାଷ୍ଟ୍ରୀୟ ପର୍ଯ୍ୟଟନ ଦିବସ ପାଳିତ

January 25, 2026

ଲାଡ୍ଡା -ଜେମାଦେଇପେଣ୍ଠ ଷ୍ଟେସନ ମଧ୍ୟରେ ନବନିର୍ମିତ ତୃତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

January 25, 2026

୧୬ତମ ଜାତୀୟ ଭୋଟଦାତା ଦିବସ ପାଳନ ସମାରୋହରେ ଯୋଗଦେଲେ ରାଷ୍ଟ୍ରପତି

January 25, 2026
Latest News

ଆଜି ଜାନୁୟାରୀ ୨୬ ତାରିଖ ସୋମବାରରେ ପାଞ୍ଚୋଟି ରାଶି ପାଇବେ ଶୁଭ ଖବର, ଖୁସି ହୋଇଯିବେ

January 26, 2026

ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନିତ ଚାରି ଓଡିଆଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

January 25, 2026

ଅଭିଷେକ ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ବ୍ୟାଟିଂ: ନ୍ୟୁଜିଲ୍ୟାଣ୍ଡ ଠାରୁ ଭାରତର ବଡ଼ ବିଜୟ ହାସଲ

January 25, 2026

ଏକତା ପରିଷଦ ଟ୍ରଷ୍ଟ ଓ ଓଡ଼ିଆର୍ଟର ମିଳିତ ଉଦ୍ୟମରେ ରାଷ୍ଟ୍ରୀୟ ପର୍ଯ୍ୟଟନ ଦିବସ ପାଳିତ

January 25, 2026

ସ୍କୁଲ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

January 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.