Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭୪ ବର୍ଷରେ ପାଦ ଦେଲେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ
ଆଜିର ଖବର

୭୪ ବର୍ଷରେ ପାଦ ଦେଲେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ

October 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୭୪ ବର୍ଷରେ ପାଦ ଦେଇଛନ୍ତି।  ଅକ୍ଟୋବର ୧, ୧୯୪୫ରେ ଉତ୍ତର ପ୍ରଦେଶର କାନପୁର ଦେହାତ ଜିଲ୍ଲାର ଏକ କୃଷକ ପାରିବାରରେ ଜନ୍ମଗ୍ରହଣ କରିଥିଲେ ରାମନାଥ କୋବିନ୍ଦ । କାନପୁର ନଗର ବିଏନଏସଡିରେ ଇଣ୍ଟରମିଡ଼ିଏଟ, ଡିଏବି କଲେଜରୁ ବାଣିଜ୍ୟରେ ସ୍ନାତକ ଏବଂ ଡିଏବି ଆଇନ ମହାବିଦ୍ୟାଳୟରୁ ଆଇନରେ ସ୍ନାତକ କରିଥିଲେ ରାଷ୍ଟ୍ରପତି କୋବିନ୍ଦ । ଦେଶର ୧୪ ତମ ରାଷ୍ଟ୍ରପତି ଭାବରେ ୨୦୧୭ରେ ଦାୟିତ୍ବ ଗ୍ରହଣ କରିଛନ୍ତି ରାମନାଥ କୋବିନ୍ଦ । ରାଜନୀତିରେ ପ୍ରବେଶ ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ଓ ସୁପ୍ରିମ୍‌କୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ । ୧୯୯୧ ମସିହାରେ ବିଜେପିରେ ଯୋଗଦେଇଥିଲେ ରାମନାଥ କୋବିନ୍ଦ ।  ଦଳର ମୁଖପାତ୍ରରେ କାର୍ଯ୍ୟ କରିଛନ୍ତି ରାମନାଥ କୋବିନ୍ଦ ।  ୧୯୯୪ ମସିହାରେ ଉତ୍ତରପ୍ରଦେଶର ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ।  ୨୦୧୫ ମସିହାରେ ବିହାରର ରାଜ୍ୟପାଳ ଭାବେ କାର୍ଯ୍ୟ କରିଛନ୍ତି । ୨୦୧୭ ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ତରଫରୁ ପ୍ରାର୍ଥୀ ହୋଇଥିଲେ ରାମନାଥ କୋବିନ୍ଦ । ରାମନାଥ କୋବିନ୍ଦ ୬୫.୬୫% ଭୋଟ ପାଇ ଦେଶର ୧୪ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ରାଷ୍ଟ୍ରପତି ଜନ୍ମଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.