Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଛ ମାରିବାକୁ ନେଇ ଗୋଷ୍ଠୀ ସଂଘର୍ଷ : ୧୦ଆହତ, ୧୪୪ଧାରା ଜାରି
ଆଜିର ଖବର

ମାଛ ମାରିବାକୁ ନେଇ ଗୋଷ୍ଠୀ ସଂଘର୍ଷ : ୧୦ଆହତ, ୧୪୪ଧାରା ଜାରି

October 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଞ୍ଜାମ ଗୋଳନ୍ଥରାରେ ୨ଟି ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଏହି ଘଟଣାରେ ଉଭୟ ଗୋଷ୍ଠୀର ୧୦ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ହୋଇପଡ଼ିଛନ୍ତି । ଆଜି ଗଞ୍ଜାମ ଜିଲ୍ଲା ଗୋଳନ୍ଥରାର ୨ଟି ଗାଁ ରାମେୟାପାଟଣା ଓ ଚନ୍ଦନବାଡ଼ି ଗାଁ ମଧ୍ୟରେ ବାହୁଦା ନଦୀ ମୁହାଣରେ ମାଛ ମାରିବା ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ହୋଇଛି । ଉଭୟ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଥିଲା । ଉଭୟ ଗୋଷ୍ଠୀର ୧୦ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ହୋଇପଡ଼ିଛନ୍ତି । ଏଥିରେ ରାମେୟାପାଟଣା ଗାଁ ମୁଖିଆ ପି. ଋାମେୟାଙ୍କ ସମେତ ୫ଜଣ ଆହତ ହୋଇଛନ୍ତି । ସେହିପରି ଚନ୍ଦନବାଡ଼ି ଗାଁର ମଧ୍ୟ କିଛି ବ୍ୟକ୍ତି ଆହତ ହୋଇଛନ୍ତି । ସମସ୍ତଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାକୁ କେନ୍ଦ୍ର କରି ଉଭୟ ଗାଁରେ ଏବେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି । ଉତ୍ତେଜନାକୁ ଦୃଷ୍ଟିରେ ରଖି ସ୍ଥିତି ସୁଧାରିବା ପାଇଁ ଏକ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି । ଏହାସହ ବାହୁଦା ମୁହାଣରେ ୧୪୪ ଧାରା ଜାରି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.