Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଛ ମାରିବାକୁ ନେଇ ଗୋଷ୍ଠୀ ସଂଘର୍ଷ : ୧୦ଆହତ, ୧୪୪ଧାରା ଜାରି
ଆଜିର ଖବର

ମାଛ ମାରିବାକୁ ନେଇ ଗୋଷ୍ଠୀ ସଂଘର୍ଷ : ୧୦ଆହତ, ୧୪୪ଧାରା ଜାରି

October 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଞ୍ଜାମ ଗୋଳନ୍ଥରାରେ ୨ଟି ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଏହି ଘଟଣାରେ ଉଭୟ ଗୋଷ୍ଠୀର ୧୦ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ହୋଇପଡ଼ିଛନ୍ତି । ଆଜି ଗଞ୍ଜାମ ଜିଲ୍ଲା ଗୋଳନ୍ଥରାର ୨ଟି ଗାଁ ରାମେୟାପାଟଣା ଓ ଚନ୍ଦନବାଡ଼ି ଗାଁ ମଧ୍ୟରେ ବାହୁଦା ନଦୀ ମୁହାଣରେ ମାଛ ମାରିବା ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ହୋଇଛି । ଉଭୟ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଥିଲା । ଉଭୟ ଗୋଷ୍ଠୀର ୧୦ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ହୋଇପଡ଼ିଛନ୍ତି । ଏଥିରେ ରାମେୟାପାଟଣା ଗାଁ ମୁଖିଆ ପି. ଋାମେୟାଙ୍କ ସମେତ ୫ଜଣ ଆହତ ହୋଇଛନ୍ତି । ସେହିପରି ଚନ୍ଦନବାଡ଼ି ଗାଁର ମଧ୍ୟ କିଛି ବ୍ୟକ୍ତି ଆହତ ହୋଇଛନ୍ତି । ସମସ୍ତଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାକୁ କେନ୍ଦ୍ର କରି ଉଭୟ ଗାଁରେ ଏବେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି । ଉତ୍ତେଜନାକୁ ଦୃଷ୍ଟିରେ ରଖି ସ୍ଥିତି ସୁଧାରିବା ପାଇଁ ଏକ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି । ଏହାସହ ବାହୁଦା ମୁହାଣରେ ୧୪୪ ଧାରା ଜାରି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶରେ IPL ପ୍ରସାରଣ ବନ୍ଦ ହେବା ପରେ BCCI କୁ କେତେ ହେବ କ୍ଷତି?: ଜାଣନ୍ତୁ ଗଣିତ

January 5, 2026

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଅଣ୍ଡର -୧୯ ଦ୍ୱିତୀୟ ଯୁବ ODI, ଜାଣନ୍ତୁ କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

January 5, 2026

ଶୀତଦିନେ ଶିଶୁଙ୍କ ସ୍ୱାସ୍ଥ୍ୟ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

January 5, 2026

ମାଲାୟଲମ ଅଭିନେତା କନ୍ନନ ପଟ୍ଟାମ୍ବୀଙ୍କ ୬୨ ବର୍ଷ ବୟସରେ ପରଲୋକ

January 5, 2026
Latest News

ବାଂଲାଦେଶରେ IPL ପ୍ରସାରଣ ବନ୍ଦ ହେବା ପରେ BCCI କୁ କେତେ ହେବ କ୍ଷତି?: ଜାଣନ୍ତୁ ଗଣିତ

January 5, 2026

Electronics Manufacturing Booms: ଇଲେକ୍ଟୋନିକ୍ସ ଉତ୍ପାଦନରେ ଭାରତର ହେଲା ଦ୍ରୁତ ଅଭିବୃଦ୍ଧି

January 5, 2026

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଅଣ୍ଡର -୧୯ ଦ୍ୱିତୀୟ ଯୁବ ODI, ଜାଣନ୍ତୁ କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

January 5, 2026

ଶୀତଦିନେ ଶିଶୁଙ୍କ ସ୍ୱାସ୍ଥ୍ୟ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

January 5, 2026

ମାଲାୟଲମ ଅଭିନେତା କନ୍ନନ ପଟ୍ଟାମ୍ବୀଙ୍କ ୬୨ ବର୍ଷ ବୟସରେ ପରଲୋକ

January 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.