Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜୀବ କୁମାରଙ୍କୁ ଆଗୁଆ ଜାମିନ
ଆଜିର ଖବର

ରାଜୀବ କୁମାରଙ୍କୁ ଆଗୁଆ ଜାମିନ

October 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Saradha scam: Rajeev Kumar moves SC, seeks extension of protection
Saradha scam: Rajeev Kumar moves SC, seeks extension of protection

ଶାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ କଲକାତାର ପୂର୍ବତନ ପୁଲିସ କମିଶନର ତଥା ପଶ୍ଚିମବଙ୍ଗ ସିଆଇଡି ମହାନିର୍ଦେଶକ ରାଜୀବ କୁମାରଙ୍କୁ ମଙ୍ଗଳବାର ଆଗୁଆ ଜାମିନ ମିଳିଛି। କଲକାତା ହାଇକୋର୍ଟ ତାଙ୍କୁ ୫୦ ହଜାର ଟଙ୍କାର ମୁଚାଲିକା ବଦଳରେ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ଗିରଫ କରି ବିଚାର ବିଭାଗୀୟ ହାଜରେ ଜେରା କରାଯିବାର କୌଣସି ଆବଶ୍ୟକତା ନାହିଁ। କିନ୍ତୁ ସିବିଆଇ ଯେତେବେଳେ ତାଙ୍କୁ ସମନ ଜାରି କରିବ ସେତେବେଳେ ସେ ଜେରା ପାଇଁ ହାଜର ହେବେ ବୋଲି କୋର୍ଟ ସର୍ତ୍ତ ରଖିଛନ୍ତି। ତେବେ ରାଜୀବଙ୍କୁ ଆଗୁଆ ଜାମିନ ମିଳିବା ଫଳରେ ସିବିଆଇ ପାଇଁ ଅଡୁଆ ବଢ଼ିଯାଇଛି। ରାଜୀବ କ୍ଷମତାର ଦୁରୁପୋଯୋଗ କରି ପ୍ରମାଣ ନଷ୍ଟ କରିବେ ବୋଲି ସିବିଆଇ ଅଭିଯୋଗ କରିଛି। ୧୯୮୯ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ରାଜୀବ କୁମାର ସାରଦା ଚିଟ୍‌ଫଣ୍ଡ ଘଟଣାର ତଦନ୍ତ ପାଇଁ ଗଠିତ ଏସ୍‌ଆଇଟିର ମୁଖ୍ୟ ରହିଥିଲେ। ଏହି ସମୟରେ ସେ ଘଟଣାର ଅଭିଯୁକ୍ତ ମାନଙ୍କ ବିରୋଧରେ ଥିବା ପ୍ରମାଣକୁ ନଷ୍ଟ କରିଥିବା ଅଭିଯୋଗ ହୋଇଛି।

 

Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.