Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ର ବିଧାନସଭା ନିର୍ବାଚନ : ନଭି ମୁମ୍ବାଇରୁ 200 ଶିବସେନା ସଦସ୍ୟଙ୍କ ଇସ୍ତଫା
ଆଜିର ଖବର

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ : ନଭି ମୁମ୍ବାଇରୁ 200 ଶିବସେନା ସଦସ୍ୟଙ୍କ ଇସ୍ତଫା

October 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନାକୁ ଝଟ୍‌କା । ଗତକାଲି ବିଜେପି ସହିତ ମେଣ୍ଟ ଘେଷଣା ପରେ ଦଳର 200 ସଦସ୍ୟ ଇସ୍ତଫା ପ୍ରଦାନ କରିଛନ୍ତି । ବିଜେପିରେ ଯୋଗ ଦେଇଥିବା ଏନ୍‌ସିପି ନେତା ଗଣେଶ ନାଏକଙ୍କୁ ନଭି ମୁମ୍ବାଇରୁ ଟିକେଟ ମିଳିବା ପରେ ଉତ୍‌କ୍ଷିପ୍ତ ଶିବ ସେନା କର୍ମୀ ଇସ୍ତଫା ପ୍ରଦାନ କରିଛନ୍ତି । ଶିବସେନାର ନଭି ମୁମ୍ବାଇ ମୁ୍ଖ୍ୟ ଏବଂ ଜିଲ୍ଲା ଉପ ସଭାପତି ମଧ୍ୟ ନିଜର ଇସ୍ତଫା ପ୍ରଦାନ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଶିବସେନା ଏବଂ ବିଜେପି ମଧ୍ୟରେ ଆସନ ବୁଝାମଣା ହୋଇ ସାରିଥିବା ନେଇ ବିଜେପି ରାଜ୍ୟ ସଭାପତି ଚନ୍ଦ୍ରକାନ୍ତ ପାଟିଲ ସୋମବାର ସୂଚନା ଦେଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଷ୍ଟ୍ରପତିଙ୍କ ବିଷୟରେ ପ୍ରଶ୍ନ ଉଠାଇଲେ ସଞ୍ଜୟ ରାଉତ: କହିଲେ, “ସମ୍ମାନ କରାଯିବା ଉଚିତ, କିନ୍ତୁ…”

March 9, 2026

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026

ଓମ୍ ବିର୍ଲାଙ୍କୁ ହଟାଇବା ପ୍ରସ୍ତାବ ସମ୍ପର୍କରେ କ’ଣ କରିବେ ୩୭ ଏସପି ସାଂସଦ?: ସ୍ପଷ୍ଟ କଲେ ଅଖିଳେଶ ଯାଦବ

March 9, 2026

ଭାରତ ବିଶ୍ୱକପ୍ ଜିତିବା ପରେ ପାକିସ୍ତାନରୁ ଆସିଲା ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ମହମ୍ମଦ ଆମିର

March 9, 2026
Latest News

ରାଷ୍ଟ୍ରପତିଙ୍କ ବିଷୟରେ ପ୍ରଶ୍ନ ଉଠାଇଲେ ସଞ୍ଜୟ ରାଉତ: କହିଲେ, “ସମ୍ମାନ କରାଯିବା ଉଚିତ, କିନ୍ତୁ…”

March 9, 2026

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026

ଓମ୍ ବିର୍ଲାଙ୍କୁ ହଟାଇବା ପ୍ରସ୍ତାବ ସମ୍ପର୍କରେ କ’ଣ କରିବେ ୩୭ ଏସପି ସାଂସଦ?: ସ୍ପଷ୍ଟ କଲେ ଅଖିଳେଶ ଯାଦବ

March 9, 2026

ଭାରତ ବିଶ୍ୱକପ୍ ଜିତିବା ପରେ ପାକିସ୍ତାନରୁ ଆସିଲା ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ମହମ୍ମଦ ଆମିର

March 9, 2026

Budget Session Resumes: ସଂସଦରେ ଆରମ୍ଭ ହେବ ବଜେଟ ଅଧିବେସନର ଦ୍ବିତୀୟ ପର୍ଯ୍ୟାୟ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.