Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଣଦୁଷ୍କର୍ମ ଅଭିଯୋଗ : 3 ଅଭିଯୁକ୍ତଙ୍କୁ ଅଟକ ରଖିଲା ପୋଲିସ୍‌
ଆଜିର ଖବର

ଗଣଦୁଷ୍କର୍ମ ଅଭିଯୋଗ : 3 ଅଭିଯୁକ୍ତଙ୍କୁ ଅଟକ ରଖିଲା ପୋଲିସ୍‌

October 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ବୁଧବାର ବିଳମ୍ବିତ ରାତିରେ ମହିଳାଜଣଙ୍କ ଘରେ ଥିବାବେଳେ ତିନି ଜଣ ଯୁବକ ତାଙ୍କୁ ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ ହୋଇଛି । ମହିଳାଙ୍କ ସ୍ୱାମୀ ଘରେ ନଥିବାର ସୁଯୋଗ ନେଇ ଦୁର୍ବୃତ୍ତମାନେ ଏଭଳି କାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ମୋଟଙ୍ଗା ଥାନା ପୋଲିସ୍‌ 3 ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ଘଟଣାର ତଦନ୍ତ ଚଳାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଇଥିଓପିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱତନ୍ତ୍ର ସ୍ୱାଗତ

December 17, 2025

ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ପ୍ରଧାନମନ୍ତ୍ରୀ ଏବଂ ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କ ସମ୍ବୋଧନ

December 17, 2025

ଦଶ ଦିବସୀୟ ଖୋର୍ଦ୍ଧା ମହୋତ୍ସବ -୨୦୨୫, ରୌପ୍ୟ ଜୟନ୍ତୀ ସମାରୋହ ଉଦ୍ଘାଟିତ

December 17, 2025

୨.୨୦ କୋଟି ରେ ମୁମ୍ବାଇ ଇଣ୍ଡିଆନ୍ସ କିଣିଲା ପାଞ୍ଚ ଖେଳାଳି: ଦେଖନ୍ତୁ ସଂପୂର୍ଣ୍ଣ ତାଲିକା

December 17, 2025
Latest News

ଇଥିଓପିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱତନ୍ତ୍ର ସ୍ୱାଗତ

December 17, 2025

ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ପ୍ରଧାନମନ୍ତ୍ରୀ ଏବଂ ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କ ସମ୍ବୋଧନ

December 17, 2025

ଦଶ ଦିବସୀୟ ଖୋର୍ଦ୍ଧା ମହୋତ୍ସବ -୨୦୨୫, ରୌପ୍ୟ ଜୟନ୍ତୀ ସମାରୋହ ଉଦ୍ଘାଟିତ

December 17, 2025

୨.୨୦ କୋଟି ରେ ମୁମ୍ବାଇ ଇଣ୍ଡିଆନ୍ସ କିଣିଲା ପାଞ୍ଚ ଖେଳାଳି: ଦେଖନ୍ତୁ ସଂପୂର୍ଣ୍ଣ ତାଲିକା

December 17, 2025

ଆଜି ୧୭ ତାରିଖ ବୁଧବାରରେ ନଅ ଟି ରାଶି ପାଇଁ ରହିଛି ଭଲ ଦିନ, ଖୁସିରେ ରହିବେ

December 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.