Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁଆରେଜ୍‌ଙ୍କ ଡବଲ୍‌ ଗୋଲ୍‌ : ଇଣ୍ଟର ମିଲାନକୁ ପରାସ୍ତ କଲା ବାର୍ସେଲୋନା
ଆଜିର ଖବର

ସୁଆରେଜ୍‌ଙ୍କ ଡବଲ୍‌ ଗୋଲ୍‌ : ଇଣ୍ଟର ମିଲାନକୁ ପରାସ୍ତ କଲା ବାର୍ସେଲୋନା

October 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବୁଧବାର ଚାମ୍ପିୟନ୍ସ ଲିଗ୍‌ରେ ଏକ ମ୍ୟାଚରେ ବାର୍ସେଲୋନା ଇଣ୍ଟରମିଲାନକୁ ପରାସ୍ତ କରିଛି । ବାର୍ସେଲୋନା ପକ୍ଷରୁ ଲୁଇସ୍‌ ସୁଆରେଜ୍‌ ଦୁଇଟି ଗୋଲ୍‌ ସ୍କୋର କରି ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ନିଜର ଶେଷ 6ଟି ମ୍ୟାଚ୍‌ରେ ବିଜୟୀ ହୋଇଥିବା ଇଣ୍ଟର ମିଲାନ୍‌ ଏହି ମ୍ୟାଚ୍‌ର ପ୍ରଥମାର୍ଦ୍ଧର ଦ୍ବିତୀୟ ମିନିଟ୍‌ରେ ଗୋଲ୍‌ ସ୍କୋର କରିଥିଲା । ଆର୍ଜେଣ୍ଟିନା ଫରଓ୍ବାର୍ଡ ଲାଟୁରାଓ ମାର୍ଟିନେଜ୍‌ ଏକ ମାତ୍ର ଗୋଲ ସ୍କୋର କରିଥିଲେ । ମାତ୍ର ଦ୍ବିତିୟାର୍ଦ୍ଧରେ ଚିଲି ଷ୍ଟ୍ରାଇକର୍‌ ଲୁଇସ୍‌ ସୁଆରେଜ୍‌ ଦୁଇଟି ଗୋଲ୍‌ ସ୍କୋର୍‌ କରି ଦଳକୁ ବିଜୟୀ କରାଇଥିଲେ । ଆଣ୍ଟୋନିଓ କୋଣ୍ଟା ଇଣ୍ଟର ମିଲାନର ନେତୃତ୍ବ ନେବା ପରେ ଏହା ଦଳର ପ୍ରଥମ ପରାଜୟ ।

Share. Facebook Twitter LinkedIn Email WhatsApp Copy Link

Related Posts

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026
Latest News

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ସୁସ୍ମିତା ଦେବ

June 10, 2026

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇଲେ ମୋଦୀ: ରେକର୍ଡ ଭାଙ୍ଗିବା ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.