ଚଳିତବର୍ଷ ଫେବୃଆରୀରେ ଅନୁଷ୍ଠିତ ହୋଇଥିବା ବାଲାକୋଟ ଏୟାର ଷ୍ଟ୍ରାଇକ୍ ସମ୍ପର୍କରେ ସୂଚନା ଦେଇଛନ୍ତି ବାୟୁସେନା ମୁଖ୍ୟ ଆର୍ କେ ଭଦୋରିଆ । ଭାରତୀୟ ବାୟୁସେନା ପକ୍ଷରୁ ଫେବୃୟାରୀ 26 ତାରିଖରେ ଏୟାର ଷ୍ଟ୍ରାଇକ୍ କରିଥିଲା । ପାକିସ୍ତାନ ସ୍ଥିତ ବାଲାକୋଟରେ ଥିବା ଜୈଶ-ଏ-ମହମ୍ମଦର ଆତଙ୍କବାଦୀ ପ୍ରଶିକ୍ଷଣ ଶିବିର ଉପରେ ଆକ୍ରମଣରେ ଶତାଧିକ ଆଏଥିରେ ଶତାଧିକ ଆତଙ୍କବାଦୀ ନିହତ ହୋଇଥିଲେ । ଶୁକ୍ରବାର ବାୟୁସେନା ପକ୍ଷରୁ ଏହି ଆକ୍ରମ ଏବେ ଭାରତୀୟ ବାୟୁସେନା ସେହି ଆକ୍ରମଣର ଏକ ପ୍ରମୋଶନାଲ ଭିଡିଓ ସାତ ମାସ ପରେ ଜାରି କରାଯାଇଛି ।