Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପରାଷ୍ଟ୍ରପତିଙ୍କ ଓଡିଶା ଗସ୍ତର କାର୍ଯ୍ୟସୂଚୀ ଜାରି, ଭୁବନେଶ୍ବରରେ 6 ତାରିଖ ସକାଳ 10ଟାରେ ପହଁଚିବେ
ଆଜିର ଖବର

ଉପରାଷ୍ଟ୍ରପତିଙ୍କ ଓଡିଶା ଗସ୍ତର କାର୍ଯ୍ୟସୂଚୀ ଜାରି, ଭୁବନେଶ୍ବରରେ 6 ତାରିଖ ସକାଳ 10ଟାରେ ପହଁଚିବେ

October 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Vice President of India tour to Odisha on 6th October

ସମୀକ୍ଷା ବ୍ୟୁରୋ

ଆସନ୍ତା 6 ତାରିଖରେ ଭାରତର ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି। ସେଥିପାଇଁ ଭୁବନେଶ୍ବର ପୋଲିସ କମିଶନ ତରଫରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସେଦିନ ଉପରାଷ୍ଟ୍ରପତି ସକାଳ 10ଟା 15 ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଁଚିବେ। ଏହାପରେ ସେ ସେଠାରୁ ସିଧା କିଟ୍ କ୍ୟାମ୍ପସକୁ ଯିବେ। ସେଠାରେ ଦିନ 11ଟା ବେଳେ 39ତମ ବିଶ୍ବ କବି ସମ୍ମିଳନୀର ଉଦଜାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ସେଠାରୁ ସେ କଟକ ଅଭିମୁଖେ ଯାତ୍ରା କରିବେ। ଅପରାହ୍ନ 3ଟା 55 ମିନିଟରେ ଉପରାଷ୍ଟ୍ରପତି କଟକ ଜବାହାରଲାଲ ନେହୁର ଇନଡୋର ଷ୍ଟାଡିୟମରେ ଦୈନିକ ସମାଜର ଏକ ଶହତମ ଜନ୍ମ ଉତ୍ସବ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ। ଉପରାଷ୍ଟ୍ରପତି 5ଟା 55 ବେଳେ ଭୁବନେଶ୍ବର ବିମାନ ବନ୍ଦରରେ ପହଁଚି ନୂଆ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.