Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋନମ କିନ୍ନରଙ୍କ ନିଆରା ଢଙ୍ଗରେ ବିଛରାମାତା ପୂଜା,ଗଛ ଲଗାଇବା ଓ ପଲିଥିନ୍ ବ୍ୟବହାର ନ କରିବା ଉପରେ ଗୁରତ୍ୱ
ଆଜିର ଖବର

ସୋନମ କିନ୍ନରଙ୍କ ନିଆରା ଢଙ୍ଗରେ ବିଛରାମାତା ପୂଜା,ଗଛ ଲଗାଇବା ଓ ପଲିଥିନ୍ ବ୍ୟବହାର ନ କରିବା ଉପରେ ଗୁରତ୍ୱ

October 5, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସୋନମ କିନ୍ନରଙ୍କ ନିଆରା ଢଙ୍ଗରେ ବିଛରାମାତା ପୂଜାnଗଛ ଲଗାଇବା ଓ ପଲିଥିନ୍ ବ୍ୟବହାର ନ କରିବା ଉପରେ ଗୁରତ୍ୱ

ସମୀକ୍ଷା ବ୍ୟୁରୋ

ଭୁବନେଶ୍ୱର- ଆଜି ଓଡ଼ିଶାର କିନ୍ନର ଗୁରୁ ସୋନମ କିନ୍ନରଙ୍କ ବିଛରାମାତା ପୂଜାକୁ ନିଆରା ଢଙ୍ଗରେ ସତ୍ୟନଗରସ୍ଥିତ ବ୍ଲାଇଣ୍ଡ ଆସୋସିଏସନଠାରେ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ଓ ଓଡ଼ିଶା ବାହାରୁ ଶହ ଶହ କିନ୍ନର ଗୁରୁ ଓ ଶିଷ୍ୟମାନେ ଯୋଗ ଦେଇଥିଲେ । ଗତ ଫନି ମହାବାତ୍ୟାରେ ନଷ୍ଟ ହୋଇଥିବା ଗଛସବୁକୁ ଭରଣା କରିବା ପାଇଁ ନିଜ ନିଜ ଜିଲ୍ଲାରେ ବୃକ୍ଷ ରୋପଣ କରିବା ସହିତ ଏହାର ଯତ୍ନ ନେବା ପାଇଁ ସମସ୍ତ କିନ୍ନର ନିଷ୍ପତ୍ତି ନେଇଥିଲେ ଏବଂ ଆଜିଠାରୁ ପଲିଥିନ୍ ବ୍ୟବହାର ନ କରିବା ପାଇଁ ଉପସ୍ଥିତ ଥିବା ସମସ୍ତ କନ୍ନର ପ୍ରତିଶ୍ରୁତି ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଯୋଗ ଦେଇ କିନ୍ନରମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ଉନ୍ନତିମୂଳକ କାର୍ଯ୍ୟ ଉପରେ ବିବରଣୀ ପ୍ରଦାନ କରିଥିଲେ । ସଖିର ସଭାପତି ତଥା କିନ୍ନରମାନଙ୍କ ମୁଖ୍ୟ ଗୁରୁ ସୁଇଟି ସାହୁ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ କିନ୍ନରମାନଙ୍କ ବିଭିନ୍ନ ସମସ୍ୟା ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିବା ସହିତ ପଲିଥିନ୍ର ଅପବ୍ୟହାର ସମ୍ପର୍କରେ କିନ୍ନରମାନଙ୍କୁ ପରାମର୍ଶ ଦେବା ସହିିତ ପ୍ରତ୍ୟେକ କିନ୍ନର ବୃକ୍ଷ ରୋପଣ କରିବାକୁ ତାଙ୍କ ବକ୍ତବ୍ୟରେ କହିଥିଲେ । ଏହି କାର୍ଯ୍ୟକ୍ରମରେ ନିଖିଳ ଓଡ଼ିଶା କିନ୍ନର ଓ ତୃତୀୟଲିଙ୍ଗ ମହାସଂଘର ପ୍ରତିଷ୍ଠାତା ସଭାପତି ପ୍ରତାପ କୁମାର ସାହୁ କାର୍ଯ୍ୟକ୍ରମକୁ ପରି•ଳନା କରିଥିବା ବେଳେ ଗୁରୁ ମାଧୁରୀ କିନ୍ନର, ସଖିର ଗୁରୁ ବିନିମା ଜ୍ୟୋତିରଞ୍ଜନ ଦାସ, ମେନକା କିନ୍ନର, ସୋନମ କିନ୍ନର, କବିତା, ତନିସ୍କା, ଖୁସି, ଗୁଦୁଲି, ଅନୁମା, କାଜଲ, ରେଖା, ରାକ୍ଷୀ, ଅନୁଷ୍କା, ଜଟଣୀର ଗୁରୁ ସୁଧା, ଲିପି, ବାଲୁଗାଁର ଗୁରୁ ପୁନମ, ଦେବକୀ, କଟକର ଗୁରୁ ମିଠି, ପାରାଦ୍ୱୀପର ଗୁରୁ ରାଧା, ପୁରୀର ଗୁରୁ ପୂଜା, ଶ୍ରୀକାକୁଲମର ଗୁରୁ ରୋଜା, ରାନି, ସିଆମ୍ଲା, ଅନୁଗୁଳୁର ଗୁରୁ ପ୍ରିୟା ପ୍ରମୁଖ ଉପସ୍ଥିତ ଥିଲେ ।

ଓଡିଶା କିନ୍ନର
Share. Facebook Twitter LinkedIn Email WhatsApp Copy Link

Related Posts

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026
Latest News

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.