Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରାପଡାରେ ଏନ୍‌କାଉଣ୍ଟର : ଦୁଇ କଅପରାଧୀ ଗୁରୁତର
ଆଜିର ଖବର

କେନ୍ଦ୍ରାପଡାରେ ଏନ୍‌କାଉଣ୍ଟର : ଦୁଇ କଅପରାଧୀ ଗୁରୁତର

October 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏନକାଉଣ୍ଟର
ବଙ୍ଗଳାରେ ନାବାଳିକା ଗଣଦୁଷ୍କର୍ମ-ହତ୍ୟା ମାମଲା: ଏନକାଉଣ୍ଟରରେ ଅଭିଯୁକ୍ତ ନିହତ

କେନ୍ଦ୍ରାପଡା ପୋଲିସ୍‌ ପକ୍ଷରୁ ଶନିବାର ସକାଳୁ ଏକ ଏନକାଉଣ୍ଟରୁ କରାଯାଇଛି । ଏହି ଏନକାଉଣ୍ଟରରେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ଭେଲୁ ଓ ମିତୁନା ଗୁରୁତର ଭାବରେ ଆହତ ହୋଇଛନ୍ତି । ଏହି ଦୁଇ ଜଣ ନିକଟରେ ଘଟିଥିବା ଔଷଧ ବ୍ୟବସାୟୀ ଗୁଳିମାଡ ଘଟଣାର ମୁଖ୍ୟ ଅଭିଯୁକ୍ତ ବୋଲି ଜଣା ପଡିଛି । ମାର୍ଶାଘାଇ ପୋଲିସ୍‌ ଏବଂ ସ୍ପେଶାଲ ସ୍କ୍ବାଡ ପକ୍ଷରୁ ଏହି ଏନକାଉଣ୍ଟର କରାଯାଇଥିଲା । ଉଲ୍ଲେଖ ଯୋଗ୍ୟ ଯେ, ଅକ୍ଟୋବର 18 ତାରିଖରେ ଘଟିଥିବା ଔଷଧ ବ୍ୟବସାୟୀ ଗୁଳିମାଡ ଘଟଣାରେ ଏହି ଦୁଇଜଣ ମୁ୍‌ଖ୍ୟ ଅଭିଯୁକ୍ତ ଅଟନ୍ତି । ଉକ୍ତ ଗୁଳିକାଣ୍ଡରେ ଔଷଧ ବ୍ୟବସାୟୀ ଜଣକ ପ୍ରାଣ ହରାଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026
Latest News

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.