Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାରା 370 ଉଚ୍ଛେଦ ପରେ ଜାମ୍ମୁକାଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ, 14 ଆହତ
ଆଜିର ଖବର

ଧାରା 370 ଉଚ୍ଛେଦ ପରେ ଜାମ୍ମୁକାଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ, 14 ଆହତ

October 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜାମ୍ମୁ କାଶ୍ମୀରର ଅନନ୍ତନାଗରେ ଆତଙ୍କୀ ଆକ୍ରମଣରେ 14 ଜଣ ଲୋକ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ଦୁଇ ଜଣ ଶିଶୁ ସାମିଲ ଅଛନ୍ତି । ଶନିବାର ଦିନ 11ଟାରେ ଡେପୁଟି ମାଜିଷ୍ଟ୍ରେଟ୍‌ଙ୍କ କାର୍ଯ୍ୟାଳୟ ସାମ୍ନାରେ ଆତଙ୍କୀମାନେ ଗ୍ରେନେଡ୍ ଆକ୍ରମଣ କରିଛନ୍ତି । ଏହି ଘଟଣା ପରେ ସମ୍ପୂର୍ଣ୍ଣ ଅଞ୍ଚଳରେ ଘେରାବନ୍ଦୀ କରି ପୋଲିସର ସର୍ଚ୍ଚ ଅପରେଶନ ଜାରି ରହିଛି । ଏହା ସହିତ ଆହତ ମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତ ମାନଙ୍କ ମଧ୍ୟରେ ଜଣେ ଟ୍ରାଫିକ୍‌ ପୋଲିସ୍‌ ଏବଂ ଜଣେ ସାମ୍ବାଦିକ ରହିଥିବା ଜଣାପଡିଛି । କେନ୍ଦ୍ର ସରକାର ଧାରା 370 ଉଚ୍ଛେଦ କରିବା ପରେ ଏହି ଆକ୍ରମଣ ହେଉଛି ପ୍ରଥମ ଘଟଣା।

Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଦେଲେ କଡା ଜବାବ, କହିଲେ…

September 23, 2025

ଗୋଆରେ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ

September 23, 2025

ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକ

September 23, 2025

ଆବଶ୍ୟକୀୟ ଭିତ୍ତିଭୂମି ନ ଯୋଗାଇ ୟୁ.ଏ.ଏସ୍‌. ଲାଗୁ କରାଯିବାକୁ ଓଷ୍ଟାର ବିରୋଧ

September 23, 2025
Latest News

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଦେଲେ କଡା ଜବାବ, କହିଲେ…

September 23, 2025

ଗୋଆରେ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ

September 23, 2025

ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକ

September 23, 2025

ଆବଶ୍ୟକୀୟ ଭିତ୍ତିଭୂମି ନ ଯୋଗାଇ ୟୁ.ଏ.ଏସ୍‌. ଲାଗୁ କରାଯିବାକୁ ଓଷ୍ଟାର ବିରୋଧ

September 23, 2025

ବିଜେଡ଼ି ର ବଡ଼ କାର୍ଯ୍ୟାନୁଷ୍ଠାନ: ଶ୍ରୀମୟୀ ମିଶ୍ରଙ୍କ ସମେତ ଦୁଇ ନେତା ଦଳରୁ ନିଲମ୍ବିତ

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.