Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାଇଜାଗ୍‌ ଟେଷ୍ଟରେ ରୋହିତଙ୍କ ଦ୍ବିତୀୟ ଶତକ : ଦୃଢ ସ୍ଥିତିରେ ଭାରତ
ଆଜିର ଖବର

ଭାଇଜାଗ୍‌ ଟେଷ୍ଟରେ ରୋହିତଙ୍କ ଦ୍ବିତୀୟ ଶତକ : ଦୃଢ ସ୍ଥିତିରେ ଭାରତ

October 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟେଷ୍ଟ ମ୍ୟାଚ୍‌ରେ ରୋହିତ ଶର୍ମା ଉଭୟ ଇନିଂସରେ ଶତକ ହାସଲ କରିଛନ୍ତି । ଦ୍ବିତୀୟ ଇନିଂସରେ ଶତକ ହାସଲ ସହିତ ରେକର୍ଡ ବୁକ୍‌ରେ ନିଜ ନାମ ସାମିଲ କରିଛନ୍ତି ରୋହିତ । ପ୍ରଥମ ଇନିଂସରେ 176 ରନ୍‌ କରିଥିବା ରୋହିତ ଦ୍ବିତୀୟ ଇନିଂସରେ 127 ରନ୍‌ର ଇନିଂସ ଖେଳିଥିଲେ । ରୋହିତଙ୍କ ଧୂଆଁଧାର ଇନିଂସ ଫଳରେ ଭାରତ 3 ଓ୍ବିକେଟ୍‌ 239 ରନ୍‌ ସଂଗ୍ରହ କରିବା ସହିତ 310 ରନ୍‌ର ଅଗ୍ରଣୀ ହାସଲ କରିଛି । ଷଷ୍ଠ ଭାରତୀୟ ଖେଳାଳି ଭାବରେ ଏହି ରେକର୍ଡ ହାସଲ କରିଛନ୍ତି ରୋହିତ । ସୁନୀଲ ଗାଭାସ୍କର ତିନିଥର ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି । ଏହା ସହିତ ଏହି ଟେଷ୍ଟ ମ୍ୟାଚ୍‌ରେ ରୋହିତ 13ଟି ଛକ୍କା ମାରି ଆଉ ଏକ ରେକର୍ଡ ପ୍ରତିଷ୍ଠା କରିଛନ୍ତି । ଗୋଟିଏ ମ୍ୟାଚ୍‌ରେ ସର୍ବାଧିକ ଛକ୍କା ମାରି ନଭଜୋତ ସିଂ ସିଦ୍ଧୁଙ୍କ ରେକର୍ଡ ଭାଙ୍ଗିଛନ୍ତି ରୋହିତ ।

Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଦେଲେ କଡା ଜବାବ, କହିଲେ…

September 23, 2025

ଗୋଆରେ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ

September 23, 2025

ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକ

September 23, 2025

ଆବଶ୍ୟକୀୟ ଭିତ୍ତିଭୂମି ନ ଯୋଗାଇ ୟୁ.ଏ.ଏସ୍‌. ଲାଗୁ କରାଯିବାକୁ ଓଷ୍ଟାର ବିରୋଧ

September 23, 2025
Latest News

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଦେଲେ କଡା ଜବାବ, କହିଲେ…

September 23, 2025

ଗୋଆରେ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ

September 23, 2025

ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକ

September 23, 2025

ଆବଶ୍ୟକୀୟ ଭିତ୍ତିଭୂମି ନ ଯୋଗାଇ ୟୁ.ଏ.ଏସ୍‌. ଲାଗୁ କରାଯିବାକୁ ଓଷ୍ଟାର ବିରୋଧ

September 23, 2025

ବିଜେଡ଼ି ର ବଡ଼ କାର୍ଯ୍ୟାନୁଷ୍ଠାନ: ଶ୍ରୀମୟୀ ମିଶ୍ରଙ୍କ ସମେତ ଦୁଇ ନେତା ଦଳରୁ ନିଲମ୍ବିତ

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.