Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପସାଗରରେ ଲଘୁଚାପ : 13ଟି ଜିଲ୍ଲାକୁ ବର୍ଷା ସତର୍କ ସୂଚନା
ଆଜିର ଖବର

ବଙ୍ଗୋପସାଗରରେ ଲଘୁଚାପ : 13ଟି ଜିଲ୍ଲାକୁ ବର୍ଷା ସତର୍କ ସୂଚନା

October 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଜାରି ରହିଛି । ଏହା ସହ ଆଜି 13ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ସମ୍ଭାବନା ରହିଛି । ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସତର୍କ ସୂଚନା ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ଭଦ୍ରକ ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ତୁର୍କମାନ ଗେଟ୍ ହିଂସା ମାମଲା: ଅଡୁଆରେ ଏସପି ସାଂସଦ, ଚିହ୍ନଟ ହେଲେ ୩୦ ଦଙ୍ଗାକାରୀ

January 8, 2026

ଏପ୍ରିଲ ମାସରୁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଜନଗଣନା କାର୍ଯ୍ୟ ଆରମ୍ଭ

January 8, 2026

SGFI archery competition: ଓଡ଼ିଶା ଛାତ୍ରଛାତ୍ରୀଙ୍କ ଐତିହାସିକ ସଫଳତା

January 8, 2026

ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୬ ପାଇଁ ପ୍ରସ୍ତୁତି ବୈଠକ

January 8, 2026
Latest News

ତୁର୍କମାନ ଗେଟ୍ ହିଂସା ମାମଲା: ଅଡୁଆରେ ଏସପି ସାଂସଦ, ଚିହ୍ନଟ ହେଲେ ୩୦ ଦଙ୍ଗାକାରୀ

January 8, 2026

ଭାରତ ଉପରେ ୫୦୦% ଶୁଳ୍କ ଲାଗୁ କରିବେ ଟ୍ରମ୍ପ!: ଆସନ୍ତା ସପ୍ତାହରେ ସୀମା ଅତିକ୍ରମ କରିବ ଆମେରିକା?

January 8, 2026

ଏପ୍ରିଲ ମାସରୁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଜନଗଣନା କାର୍ଯ୍ୟ ଆରମ୍ଭ

January 8, 2026

SGFI archery competition: ଓଡ଼ିଶା ଛାତ୍ରଛାତ୍ରୀଙ୍କ ଐତିହାସିକ ସଫଳତା

January 8, 2026

ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୬ ପାଇଁ ପ୍ରସ୍ତୁତି ବୈଠକ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.