Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାୟୁସେନାର ଏକ ସ୍ବତନ୍ତ୍ର ବିମାନ ଯୋଗେ ଓଡିଶାରେ ପହଞ୍ଚିଲେ ଉପ ରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ
ଆଜିର ଖବର

ବାୟୁସେନାର ଏକ ସ୍ବତନ୍ତ୍ର ବିମାନ ଯୋଗେ ଓଡିଶାରେ ପହଞ୍ଚିଲେ ଉପ ରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ

October 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିନିକିଆ ଓଡିଶା ଗସ୍ତରେ ରହିଥିବା ଉପ ରାଷ୍ଟ୍ରପତି ଏମ୍‌ ଭେଙ୍କିଆ ନାଇଡୁ ଭୁବନେଶ୍ବରରେ ପହଞ୍ଚିଛନ୍ତି । ଭୁବନେଶ୍ବର ବିମାନବନ୍ଦରରେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନ ଯୋଗେ ଉପ ରାଷ୍ଟ୍ରପତି ପହଞ୍ଚିଛନ୍ତି । ଉପ ରାଷ୍ଟ୍ରପତିଙ୍କ ସ୍ବାଗତ ପାଇଁ ବିମାନବନ୍ଦରରୋ ରାଜ୍ୟପାଳ ଗଣେଷୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ବିଜେପିର ଏକ ବରିଷ୍ଠ ନେତୃବୃନ୍ଦ ମଧ୍ୟ ଉପରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ। ଏହାପରେ ସେ କିମ ରେ ଆୟୋଜିତ ବିଶ୍ବ ସାହିତ୍ୟ ସମ୍ମିଳନୀର ଉଦଜାପନୀ ଉତ୍ସବରେ ଯୋଗଦେବେ। ସେଠାରୁ ରଜବଭନ ଆସି ମଧ୍ୟାହ୍ନ ଭୋଜନ କରିବେ। ଅପରାହ୍ନରେ ଉପରାଷ୍ଟ୍ରପତି ଦୈନିକ ଓଡ଼ିଆ ଖବର କାଗଜ ‘ସମାଜ’ର ଶତବାର୍ଷିକୀ ସମାରୋହରେ ଯୋଗଦେବେ । କଟକ ସ୍ଥିତ ଜବାହାଲାଲ ନେହରୁ ଇଣ୍ଡୋର ଷ୍ଟାଡିୟମରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି।

Share. Facebook Twitter LinkedIn Email WhatsApp Copy Link

Related Posts

ହାତୀ ହାବୁଡ଼ରେ ପଡି ବନବିଭାଗର ଅସ୍ଥାୟୀ କର୍ମଚାରୀ ମୃତ

September 23, 2025

ବାଣପୁର: ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ହତ୍ୟା ଧମକ ଦେବା ଅଭିଯୋଗରେ ଜଣେ ଗିରଫ

September 23, 2025

ସମାନତା ଏବଂ ମାନବାଧିକାରକୁ ନେଇ ଆଇନ୍ ପ୍ରସ୍ତୁତ ହେବା ଉଚିତ୍‌: ତସ୍‌ଲିମା ନସରିନ୍‌

September 23, 2025

ପୁଣି ଥରେ ପାକିସ୍ତାନକୁ ଉଚିତ ଜବାବ ଦେଲା ଭାରତ: ଶାହବାଜ ଏବେ କ’ଣ କରିବେ?

September 23, 2025
Latest News

ହାତୀ ହାବୁଡ଼ରେ ପଡି ବନବିଭାଗର ଅସ୍ଥାୟୀ କର୍ମଚାରୀ ମୃତ

September 23, 2025

ବାଣପୁର: ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ହତ୍ୟା ଧମକ ଦେବା ଅଭିଯୋଗରେ ଜଣେ ଗିରଫ

September 23, 2025

ସମାନତା ଏବଂ ମାନବାଧିକାରକୁ ନେଇ ଆଇନ୍ ପ୍ରସ୍ତୁତ ହେବା ଉଚିତ୍‌: ତସ୍‌ଲିମା ନସରିନ୍‌

September 23, 2025

ପୁଣି ଥରେ ପାକିସ୍ତାନକୁ ଉଚିତ ଜବାବ ଦେଲା ଭାରତ: ଶାହବାଜ ଏବେ କ’ଣ କରିବେ?

September 23, 2025

ରାଉରକେଲାର ଜେପି ହସ୍ପିଟାଲକୁ ଦିଆଯାଇଛି ୧୧୦୦୦୦୦୦୦୦ ଟଙ୍କା, କାହିଁକି ??

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.