Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»350 ଓ୍ବିକେଟ୍‌ କ୍ଲବ୍‌ରେ ଅଶ୍ବିନ୍‌ : ଯୁଗ୍ମ ଭାବରେ ପ୍ରଥମ ସ୍ଥାନରେ ଅଶ୍ବିନ୍‌
ଆଜିର ଖବର

350 ଓ୍ବିକେଟ୍‌ କ୍ଲବ୍‌ରେ ଅଶ୍ବିନ୍‌ : ଯୁଗ୍ମ ଭାବରେ ପ୍ରଥମ ସ୍ଥାନରେ ଅଶ୍ବିନ୍‌

October 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତୀୟ ସ୍ପିନର୍‌ ରବିଚନ୍ଦ୍ରନ ଅଶ୍ବିନ୍‌ ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି । ଦ୍ରୁତତମ ଭାରତୀୟ ଭାବରେ ନିଜକୁ ନିଜକୁ 350 ଓ୍ବିକେଟ୍‌ କ୍ଲବ୍‌ରେ ସାମିଲ କରିଥିବା ଅଶ୍ବିନ୍‌ ନିଜକୁ କିମ୍ବଦନ୍ତୀ ଅଫ୍‌ ସ୍ପିନର ମୁଥେୟା ମୁରଲୀଧରନଙ୍କ ରେକର୍ଡର ସମକକ୍ଷ ହୋଇଛନ୍ତି । ମୁରଲୀଧରନ 66 ଟି ଟେଷ୍ଟରେ ଏହି ସଫଳତା ହାସଲ କରିଥିବା ବେଳେ ଅଶ୍ବିନ୍‌ ମଧ୍ୟ ସମାନ ସଂଖ୍ୟକ ଟେଷ୍ଟରେ 350 ଓ୍ବିକେଟ୍‌ ଅକ୍ତିଆର କରିଛନ୍ତି । ଭାରତୀୟ ସ୍ପିନର ଅନୀଲ କୁମ୍ବଲେ 77 ଟେଷ୍ଟରୁ 350 ଓ୍ବିକେଟ୍‌ ଅକ୍ତିଆର କରିଥିବା ବେଳେ ଅଶ୍ବିନ୍‌ ଏହି ମ୍ୟାଚ୍‌ରେ କୁମ୍ବଲେଙ୍କୁ ଅତିକ୍ରମ କରିଛନ୍ତି । ଏହା ସହିତ 66 ମ୍ୟାଚ୍‌ରୁ ସର୍ବାଧିକ 27ଥର 5 ଓ୍ବିକେଟ ସଫଳତା ହାସଲ କରିଛନ୍ତି ଅଶ୍ବିନ୍‌ । ଏହି ମ୍ୟାଚ୍‌ ପୂର୍ବରୁ ଅଶ୍ବିନ୍‌ 342 ଓ୍ବିକେଟ୍‌ ଅକ୍ତିଆର କରିଥିବା ବେଳେ ପ୍ରଥମ ଇନିଂସରେ 7ଟି ଏବଂ ଦ୍ବିତୀୟ ଇନିଂସରେ ଗୋଟିଏ ଓ୍ବିକେଟ ଅକ୍ତିଆର କରି ଏହି ମାଇଲଖୁଣ୍ଟ ଅତିକ୍ରମ କରିଥିଲେ ଅଶ୍ବିନ୍‌ ।

Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.