Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୁଷୁରା ପୋଲରୁ ତଳକୁ ଖସିଲା କୋଇଲା ବୋଝେଇ ଟ୍ରକ୍‌
ଆଜିର ଖବର

ତୁଷୁରା ପୋଲରୁ ତଳକୁ ଖସିଲା କୋଇଲା ବୋଝେଇ ଟ୍ରକ୍‌

October 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
accident
accident

ବଲାଙ୍ଗିର ଜିଲ୍ଲା ତୁଷୁରା ନିକଟରେ ଗତକାଲି ରାତିରେ ଏକ କୋଇଲା ବୋଝେଇ ଟ୍ରକ୍‌ ନଦୀକୁ ଖସି ପଡିଛି । ତେଲ ନଦୀର ତୁଷୁରା ପୋଲରେ ଏହି ଘଟଣା ଘଟିଥିବା ବେଳେ ଗାଡ଼ିରେ ଥିବା ଡ୍ରାଇଭର ଓ ହେଲପର୍‌ଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରିନାହଁ । ଟ୍ରକ୍‌ଟି ଭାରସାମ୍ୟ ହରାଇ ପୋଲ ବାଡ଼ ଭାଙ୍ଗି ବିଳମ୍ବିତ ରାତିରେ ତଳକୁ ଖସି ପଡ଼ିଥିବା ଅନୁମାନ କରାଯାଉଛି । ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ପୋଲିସ୍‌କୁ ଖବର ଦେଇଥିଲେ । ସକାଳୁ ପୋଲିସ୍‌ ଓ ଅଗ୍ନିଶନ ବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ଐତିହାସିକ ଟି-୨୦ ବିଶ୍ୱକପ୍ ବିଜେତା ଦଳକୁ ନୀତା ଅମ୍ବାନୀଙ୍କ ଅଭିନନ୍ଦନ

March 9, 2026

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026

ରାଷ୍ଟ୍ରପତିଙ୍କ ବିଷୟରେ ପ୍ରଶ୍ନ ଉଠାଇଲେ ସଞ୍ଜୟ ରାଉତ: କହିଲେ, “ସମ୍ମାନ କରାଯିବା ଉଚିତ, କିନ୍ତୁ…”

March 9, 2026
Latest News

ଭାରତର ଐତିହାସିକ ଟି-୨୦ ବିଶ୍ୱକପ୍ ବିଜେତା ଦଳକୁ ନୀତା ଅମ୍ବାନୀଙ୍କ ଅଭିନନ୍ଦନ

March 9, 2026

ତୃତୀୟ ବିଶ୍ୱଯୁଦ୍ଧ ହେଲେ ବଞ୍ଚି ରହିବେ ଦୁଇଟି ଦେଶ!: କ’ଣ ଭାରତ ଏହି ତାଲିକାରେ ସାମିଲ?

March 9, 2026

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.