Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅକ୍ଟୋବର 21 ପର୍ଯ୍ୟନ୍ତ ଆରେ କଲୋନୀ ଗଛ କଟା ଉପରେ ରୋକ୍‌
ଆଜିର ଖବର

ଅକ୍ଟୋବର 21 ପର୍ଯ୍ୟନ୍ତ ଆରେ କଲୋନୀ ଗଛ କଟା ଉପରେ ରୋକ୍‌

October 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇର ଆରେ କଲୋନୀର ଗଛକଟା ଉପରେ ରୋକ୍‌ ଲଗାଇଛନ୍ତିକ ସୁପ୍ରିମ୍‌କୋର୍ଟ । ସୋମବାର ମାମଲାର ବିଚାର କରି ସୁପ୍ରିମ୍‌କୋର୍ଟ ଏହି ଘୋଷଣା କରିଛନ୍ତି । ଆସନ୍ତା 21 ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ସୁପ୍ରିମକୋର୍ଟ୍‌ ନିଷ୍ପତ୍ତି ନେଇଥିବା ବେଳେ ଆସନ୍ତା ଶୁଣାଣି ପର୍ଯ୍ୟନ୍ତ ଗଛକଟା ଯିବା ଉପରେ ରୋକ୍‌ ଲଗାଇଛନ୍ତି କୋର୍ଟ । ମହାରାଷ୍ଟ୍ର ସରକାରଙ୍କ ପକ୍ଷରୁ କେବଳ ଆବଶ୍ୟକୀୟ ଗଛ କଟାଯିବା ପାଇଁ ଆବେଦନ କରାଯାଇଥିବା ବେଳେ କୋର୍ଟଙ୍କ ପକ୍ଷରୁ ଏହାକୁ ଖାରଜ କରାଯାଇ ସ୍ଥିତାବସ୍ଥା ଜାରି କରାଯାଇଛି । ଜଷ୍ଟିସ୍‌ ଅରୁଣ ମିଶ୍ର ଏବଂ ଅଶୋକ ଭୂଷଣଙ୍କ ନେତୃ୍ତ୍ବରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଗୋଆରେ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ

September 23, 2025

ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକ

September 23, 2025

ଆବଶ୍ୟକୀୟ ଭିତ୍ତିଭୂମି ନ ଯୋଗାଇ ୟୁ.ଏ.ଏସ୍‌. ଲାଗୁ କରାଯିବାକୁ ଓଷ୍ଟାର ବିରୋଧ

September 23, 2025

ହାତୀ ହାବୁଡ଼ରେ ପଡି ବନବିଭାଗର ଅସ୍ଥାୟୀ କର୍ମଚାରୀ ମୃତ

September 23, 2025
Latest News

ଗୋଆରେ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ

September 23, 2025

ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକ

September 23, 2025

ଆବଶ୍ୟକୀୟ ଭିତ୍ତିଭୂମି ନ ଯୋଗାଇ ୟୁ.ଏ.ଏସ୍‌. ଲାଗୁ କରାଯିବାକୁ ଓଷ୍ଟାର ବିରୋଧ

September 23, 2025

ବିଜେଡ଼ି ର ବଡ଼ କାର୍ଯ୍ୟାନୁଷ୍ଠାନ: ଶ୍ରୀମୟୀ ମିଶ୍ରଙ୍କ ସମେତ ଦୁଇ ନେତା ଦଳରୁ ନିଲମ୍ବିତ

September 23, 2025

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ‘ଷ୍ଟାର୍ଟଅପ୍ ସମ୍ମିଳନୀ ୨୦୨୫’ ଉଦଘାଟନ

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.