Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲିକୁଦା ଯୁବକ ପୋଡି ଘଟଣା : ଅଭିଯୁକ୍ତା ପ୍ରେମିକାକୁ ପୋଲିସ୍‌ର ପଚରାଉଚୁରା
ଆଜିର ଖବର

ବାଲିକୁଦା ଯୁବକ ପୋଡି ଘଟଣା : ଅଭିଯୁକ୍ତା ପ୍ରେମିକାକୁ ପୋଲିସ୍‌ର ପଚରାଉଚୁରା

October 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲିକୁଦା ଯୁବକ ପୋଡି ଘଟଣାରେ ଅଭିଯୁକ୍ତା ପ୍ରେମିକାକୁ ପୋଲିସ୍‌ ପଚରାଉଚୁରା କରିଛି । ପରକୀୟା ପ୍ରେମ ଓ ପ୍ରତାରଣାରୁ ଯୁବକଙ୍କୁ ଜିଅନ୍ତା ଜାଳିଦେବା ଘଟଣାର ମୁଖ୍ୟ ଅଭିଯୁକ୍ତା ‘ମଧୁ’ଙ୍କୁ ଜେରା କରୁଛି ପୋଲିସ୍‌ । ଗତକାଲି ପୁଲିସ୍‌ ତାଙ୍କୁ କଟକରେ ଜେରା କରିଥିଲା । ଅଧିକ ତଥ୍ୟ ହାସଲ ପାଇଁ ଆଜି ଦାଆଗାଁ ନିଆଯାଇ ଜେରା କରାଯିବ ବୋଲି ଜଗତସିଂହପୁର ସଦର ଏସଡିପିଓ କହିଛନ୍ତି । ପୂର୍ବର ହତ୍ୟା ଘଟଣାରେ ସନ୍ଦିଗ୍ଧ ମହିଳାଙ୍କ ବାପା ଏବଂ ଦୁଇ ଭଉଣୀଙ୍କୁ ମଧ୍ୟ ପଚରାଉଚରା କରିଛି ପୋଲିସ୍‌ ।

Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.