Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କାଶ୍ମୀରରେ ଏନକାଉଣ୍ଟର : ଜଣେ ଆତଙ୍କବାଦୀ ନିହତ
ଆଜିର ଖବର

ଜମ୍ମୁ କାଶ୍ମୀରରେ ଏନକାଉଣ୍ଟର : ଜଣେ ଆତଙ୍କବାଦୀ ନିହତ

October 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
army kills terrorist
army kills terrorist

ଅବନ୍ତିପୁରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ଘଟଣାସ୍ଥଳରୁ ଅନେକ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରାଯାଇଛି । ମୃତ ଆତଙ୍କବାଦୀର ପରିଚୟନେଇ ଖୋଳତାଡ ଆରମ୍ଭ ହୋଇଛି । ଏହାସହ ଅନ୍ୟ ଆତଙ୍କବାଦୀ ଲୁଚିଥିବା ସନ୍ଦେହରେ କମ୍ବିଂ ଅପରେସନକୁ ଜୋରଦାର କରାଯାଇଛି । ପୋଲିସର କହିବାନୁସାରେ, ଅବନ୍ତିପୁରାରର ବାହ୍ୟ ଅଂଚଳରେ ଆଜି କିଛି ଆତଙ୍କବାଦୀ ଅନୁପ୍ରବେଶ କରିଥିଲେ । ସେମାନଙ୍କ ମଧ୍ୟରୁ ଜଣଙ୍କୁ ନିପାତ କରାଯାଇଛି । ଅନ୍ୟ ଆତଙ୍କବାଦୀଙ୍କୁ ଧରିବା ପାଇଁ ଅପରେସନ ଆରମ୍ଭ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026
Latest News

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ଆତ୍ମସମର୍ପଣ କଲା ହମାସ, ଗାଜାରୁ ବାହାରିବ ଇସ୍ରାଏଲୀ ସେନା

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.