Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅକ୍ଟୋବର 11ଓ 12 ତାରିଖରେ ମୋଦି – ଜିନ୍‌ ପିଙ୍ଗ ଭେଟ
ଆଜିର ଖବର

ଅକ୍ଟୋବର 11ଓ 12 ତାରିଖରେ ମୋଦି – ଜିନ୍‌ ପିଙ୍ଗ ଭେଟ

October 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁରୋଧରେ ଭାରତ ଗସ୍ତରେ ଆସୁଛନ୍ତି ଚୀନ୍‌ ପ୍ରଧାନମନ୍ତ୍ରୀ ଜି ଜିନ୍‌ପିଙ୍ଗ । ଜିନ୍‌ ପିଙ୍ଗ ଆସନ୍ତା 11 ଏବଂ 12 ତାରିଖରେ ଭାରତ ଗସ୍ତ କରିବା ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଦୁଇ ଦିନିଆ ଚେନ୍ନାଇ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀଙ୍କ ସହିତ ଦ୍ବିତୀୟ ଥର ପାଇଁ ବୈଠକ ଅବସରରେ ଦ୍ବିପାକ୍ଷିକ ସମ୍ପର୍କ ଏବଂ ବିଶ୍ବ ବାଣିଜ୍ୟକୁ ନେଇ ଆଲୋଚନା ହେବ । ଉଭୟ ନେତାଙ୍କ ମଧ୍ୟରେ ପ୍ରଥମ ଆନୁଷ୍ଠାନିକ ବୈଠକ ଏପ୍ରିଲ୍‌27-28ରେ ଚୀନ୍‌ର ୟୁହାନ୍‌ରେ ଅନୁଷ୍ଠିତ ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026
Latest News

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.