Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ସରକାର କର୍ମଚାରୀଙ୍କୁ ଦୀପାବଳୀ ଭେଟି, ପାଞ୍ଚ ପ୍ରତିଶତ ବଢିବ ମହଙ୍ଗା ଭତ୍ତା
ଆଜିର ଖବର

କେନ୍ଦ୍ର ସରକାର କର୍ମଚାରୀଙ୍କୁ ଦୀପାବଳୀ ଭେଟି, ପାଞ୍ଚ ପ୍ରତିଶତ ବଢିବ ମହଙ୍ଗା ଭତ୍ତା

October 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Union Minister for Environment, Forest and Climate Change and Minister of Information and Broadcasting Prakash Javadekar briefing newsmen about the cabinet decision,in New Delhi on Wednesday. UNI PHOTO-AK2U

ସମୀକ୍ଷା ବ୍ୟୁରୋ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ଆଜି କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନ ଭୋଗୀମାନଙ୍କ ପାଇଁ ୫ ପ୍ରତିଶତ ମହଙ୍ଗା ଭତା ଓ ସହାୟତା ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରିଛନ୍ତି । ଚଳିତ ବର୍ଷ ଜୁଲାଇ ୧ ତାରିଖଠାରୁ ଏହା ପିଛିଲା ଭାବେ ଲାଗୁ ହେବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ପ୍ରକାଶ ଜାଭେଦକର କହିଛନ୍ତି । ଦର ବୃଦ୍ଧିକୁ ଭରଣା କରିବା ପାଇଁ ମୂଳ ଦରମା ଓ ଭତା ଉପରେ ବର୍ତମାନର ପ୍ରଚଳିତ ୧୨ ପ୍ରତିଶତ ମହଙ୍ଗା ଭତାକୁ ୫ ପ୍ରତିଶତ ବୃଦ୍ଧି କରାଯିବ । ସପ୍ତମ ବେତନ କମିଶନର ସୁପାରିଶ ଆଧାରରେ ସ୍ଥିର କରାଯାଇଥିବା ସୂତ୍ର ଅନୁଯାୟୀ ଏହି ମହଙ୍ଗା ଭତା ବୃଦ୍ଧି ଲାଗୁ କରାଯାଇଛି । ଏହି ମହଙ୍ଗା ଭତା ଓ ସହାୟତା ରାଶି ଲାଗୁ କରାଯିବା ଦ୍ୱାରା ରାଜକୋଷ ଉପରେ ୨୦୧୯-୨୦ ଆର୍ଥିକ ବର୍ଷରେ (ଜୁଲାଇ ୨୦୧୯ରୁ ଫେବୃଆରୀ ୨୦୨୦, ୮ ମାସ ପର୍ଯ୍ୟନ୍ତ) ୧୫୯୦୯.୩୫ ଏବଂ ୧୦୬୦୬.୨୦ କୋଟି ଟଙ୍କାର ବୋଝ ପଡିବ । ଏହା ଲାଗୁ ହେବା ପରେ ପ୍ରାୟ ୪୯.୯୩ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଓ ୬୫.୨୬ ଲକ୍ଷ ପେନସନ ଧାରୀ ଉପକୃତ ହେବେ । ଦର ବୃଦ୍ଧି ଅନୁଯାୟୀ ସରକାରୀ କର୍ମଚାରୀ ଓ ପେନସନ ଧାରୀଙ୍କ ପାଇଁ ମହଙ୍ଗା ଭତା ଓ ସହାୟତା ରାଶି ପ୍ରଦାନ କରାଯାଇଥାଏ । ପ୍ରତି ବର୍ଷ ଜାନୁଆରୀ ୧ ଏବଂ ଜୁଲାଇ ୧ରେ ମହଙ୍ଗା ଭତା ଓ ସହାୟତା ରାଶିକୁ ପୁନଃ ନିର୍ଦ୍ଧାରିତ କରାଯାଇଥାଏ ।

Share. Facebook Twitter LinkedIn Email WhatsApp Copy Link

Related Posts

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026
Latest News

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ସୁସ୍ମିତା ଦେବ

June 10, 2026

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇଲେ ମୋଦୀ: ରେକର୍ଡ ଭାଙ୍ଗିବା ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.