Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ବିରୁଦ୍ଧରେ ରାଜଭବନ ଆଗରେ ଧାରଣା ଦେଲା ବିଜେପି
ଆଜିର ଖବର

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ବିରୁଦ୍ଧରେ ରାଜଭବନ ଆଗରେ ଧାରଣା ଦେଲା ବିଜେପି

October 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ବିରୁଦ୍ଧରେ ରାଜଭବନ ଆଗରେ ଧାରଣା ଦେଲା ବିଜେପି

 ସମୀକ୍ଷା ବ୍ୟୁରୋ

ଭୁବନେଶ୍ୱର:ରାଜ୍ୟସରକାର ଅନୈତିକ ଓ ଅଗଣତାନ୍ତ୍ରିକ ଭାବେ ଯୋଜନାର ନାମ ପରିବର୍ତନ କରି “ମୋ ଆବାସ” ନାମରେ କରିଥିବା ବିରୋଧରେ ଆଜି ରାଜ୍ୟ ବିଜେପି ତରଫରୁ ରଜଭବନ ଆଗରେ ବିକ୍ଷୋଭ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ହାଉସିଂଙ୍ଗ ଫର ଅଲ୍ ୨୦୨୨’ର ଲକ୍ଷ୍ୟ ହାସଲ କରିବା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଂଚଳ ଓ ସହରାଂଚଳରେ ଏହା ଲାଗୁ କରାଯାଇଛି। ହେଲେ ଏହି କେନ୍ଦ୍ରୀୟ ଯୋଜନା ରାଜ୍ୟ ସରକାର ହଡପ କରି ମୋ ଆବାସ ଯୋଜନା ନାମରେ କରାଇ ଦେଇଛନ୍ତି। ଏହା ବିରୋଧରେ ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ରଙ୍କ ସଭାପତିତ୍ୱରେ ଏହି ପ୍ରତିବାଦ ସଭାରେ ରାଜ୍ୟ ବିଜେପିର ବହୁ ନେତୃବୃନ୍ଦ ଯୋଗଦେଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ଡିସେମ୍ବର ୧୮ର ରାଶିଫଳ

December 18, 2025

ଓମାନରେ ଭାରତୀୟ ସମ୍ପ୍ରଦାୟ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ୱାଗତ

December 17, 2025

କେନ୍ଦ୍ରାପଡ଼ାର ରାଜକନିକାରେ ‘ବିକଶିତ ଭାରତ @୨୦୪୭’ ସଚେତନତା କାର୍ଯ୍ୟକ୍ରମ

December 17, 2025

ତ୍ରୀଦିବସୀୟ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟ ଗାଇଡ କାମ୍ପୋରି ଉଦଯାପିତ

December 17, 2025
Latest News

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ଡିସେମ୍ବର ୧୮ର ରାଶିଫଳ

December 18, 2025

ଓମାନରେ ଭାରତୀୟ ସମ୍ପ୍ରଦାୟ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ୱାଗତ

December 17, 2025

କେନ୍ଦ୍ରାପଡ଼ାର ରାଜକନିକାରେ ‘ବିକଶିତ ଭାରତ @୨୦୪୭’ ସଚେତନତା କାର୍ଯ୍ୟକ୍ରମ

December 17, 2025

ତ୍ରୀଦିବସୀୟ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟ ଗାଇଡ କାମ୍ପୋରି ଉଦଯାପିତ

December 17, 2025

ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

December 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.