Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ବିରୁଦ୍ଧରେ ରାଜଭବନ ଆଗରେ ଧାରଣା ଦେଲା ବିଜେପି
ଆଜିର ଖବର

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ବିରୁଦ୍ଧରେ ରାଜଭବନ ଆଗରେ ଧାରଣା ଦେଲା ବିଜେପି

October 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ବିରୁଦ୍ଧରେ ରାଜଭବନ ଆଗରେ ଧାରଣା ଦେଲା ବିଜେପି

 ସମୀକ୍ଷା ବ୍ୟୁରୋ

ଭୁବନେଶ୍ୱର:ରାଜ୍ୟସରକାର ଅନୈତିକ ଓ ଅଗଣତାନ୍ତ୍ରିକ ଭାବେ ଯୋଜନାର ନାମ ପରିବର୍ତନ କରି “ମୋ ଆବାସ” ନାମରେ କରିଥିବା ବିରୋଧରେ ଆଜି ରାଜ୍ୟ ବିଜେପି ତରଫରୁ ରଜଭବନ ଆଗରେ ବିକ୍ଷୋଭ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ହାଉସିଂଙ୍ଗ ଫର ଅଲ୍ ୨୦୨୨’ର ଲକ୍ଷ୍ୟ ହାସଲ କରିବା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଂଚଳ ଓ ସହରାଂଚଳରେ ଏହା ଲାଗୁ କରାଯାଇଛି। ହେଲେ ଏହି କେନ୍ଦ୍ରୀୟ ଯୋଜନା ରାଜ୍ୟ ସରକାର ହଡପ କରି ମୋ ଆବାସ ଯୋଜନା ନାମରେ କରାଇ ଦେଇଛନ୍ତି। ଏହା ବିରୋଧରେ ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ରଙ୍କ ସଭାପତିତ୍ୱରେ ଏହି ପ୍ରତିବାଦ ସଭାରେ ରାଜ୍ୟ ବିଜେପିର ବହୁ ନେତୃବୃନ୍ଦ ଯୋଗଦେଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

୧୯ ବିଦ୍ରୋହୀ ଟିଏମସି ସାଂସଦଙ୍କ ତାଲିକା ପ୍ରକାଶ: ରଚନା ବାନାର୍ଜୀ ଏବଂ ଶତ୍ରୁଘ୍ନ ସିହ୍ନା ମଧ୍ୟ ସାମିଲ

June 10, 2026

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026
Latest News

୧୯ ବିଦ୍ରୋହୀ ଟିଏମସି ସାଂସଦଙ୍କ ତାଲିକା ପ୍ରକାଶ: ରଚନା ବାନାର୍ଜୀ ଏବଂ ଶତ୍ରୁଘ୍ନ ସିହ୍ନା ମଧ୍ୟ ସାମିଲ

June 10, 2026

ଓଡ଼ିଶାରେ କୃଷି ରପ୍ତାନି ପାଇଁ ଅପାର ସମ୍ଭାବନା ରହିଛି: କେନ୍ଦ୍ର ବାଣିଜ୍ୟ ବିଭାଗ ଅତିରିକ୍ତ ସଚିବ

June 10, 2026

କେବେ ମମତାଙ୍କୁ ସୟାନୀ ଘୋଷ କହୁଥିଲେ ପ୍ରାଧାନମନ୍ତ୍ରୀ ପ୍ରାର୍ଥୀ, ଏବେ ନେଲେ ୟୁ-ଟର୍ଣ୍ଣ

June 10, 2026

୭୮ ଦିନ ପାଇଁ ଅପରିବର୍ତ୍ତିତ ରହିବ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଜାଣନ୍ତୁ ସରକାରଙ୍କ ଯୋଜନା

June 10, 2026

କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ପାରିତ ହେଲା ଏକ ସଂକଳ୍ପ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.