Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଥିଓପିଆ ପ୍ରଧାନମନ୍ତ୍ରୀ ଆବି ଅହମ୍ମଦ ଅଲୀଙ୍କୁ ନୋବେଲ ଶାନ୍ତି ପୁରସ୍କାର
ଆଜିର ଖବର

ଇଥିଓପିଆ ପ୍ରଧାନମନ୍ତ୍ରୀ ଆବି ଅହମ୍ମଦ ଅଲୀଙ୍କୁ ନୋବେଲ ଶାନ୍ତି ପୁରସ୍କାର

October 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନରଓ୍ବେର ନୋବେଲ କମିଟି ପକ୍ଷରୁ 2019 ବର୍ଷ ନିମନ୍ତେ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି । ଚଳିତ ବର୍ଷ ପାଇଁ ଇଥିଓପିଆ ପ୍ରଧାନମନ୍ତ୍ରୀ ଆବି ଅହମଦ୍‌ ଅଲୀଙ୍କ ନାମ ନୋବେଲ ଶାନ୍ତି ପୁରସ୍କାର ନିମନ୍ତେ ଘୋଷଣା କରାଯାଇଛି । ଶୁକ୍ରବାର ଘୋଷଣା କରାଯାଇଥିବା ଏହି ତାଲିକାରେ ଆବି ଅହମ୍ମଦଙ୍କ ନାମ ଘୋଷଣା କରାଯାଇଛି । ପଡୋଶୀ ରାଷ୍ଟ୍ର ଏରିଟ୍ରି ସହିତ ସୀମାକୁ ନେଇ ଲାଗି ରହିଥିବା ଯୁଦ୍ଧ ସମାପ୍ତ କରିଥିବାରୁ ଆବି ଅହମ୍ମଦଙ୍କ ନାମ ଘୋଷଣା କରାଯାଇଛି । 1998ରୁ 2000 ମଧ୍ୟରେ ଏରିଟ୍ରି ସହିତ ସୀମାକୁ ନେଇ ଯୁଦ୍ଧ ଲାଗି ରହିଥିବା ବେଳେ ଏହାକୁ ସମାପ୍ତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଏହି ପୁରସ୍କାର ପାଇଁ ପରିବେଶବିତ୍‌ ଗ୍ରେଟା ଥନବର୍ଗଙ୍କୁ ପଛରେ ପକାଇ 100 ତମ ନୋବେଲ ଶାନ୍ତି ପୁରସ୍କାର ହାସଲରେ ସଫଳ ହୋଇଥିଲେ ଆବି ଅହମ୍ମଦ । ଆସନ୍ତା ଡିସେମ୍ବର ମାସରେ ଓସ୍‌ଲୋରେ ଏହି ପୁରସ୍କାର ପ୍ରଦାନ କରାଯିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ଡିସେମ୍ବର ୧୮ର ରାଶିଫଳ

December 18, 2025

ଓମାନରେ ଭାରତୀୟ ସମ୍ପ୍ରଦାୟ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ୱାଗତ

December 17, 2025

କେନ୍ଦ୍ରାପଡ଼ାର ରାଜକନିକାରେ ‘ବିକଶିତ ଭାରତ @୨୦୪୭’ ସଚେତନତା କାର୍ଯ୍ୟକ୍ରମ

December 17, 2025

ତ୍ରୀଦିବସୀୟ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟ ଗାଇଡ କାମ୍ପୋରି ଉଦଯାପିତ

December 17, 2025
Latest News

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ଡିସେମ୍ବର ୧୮ର ରାଶିଫଳ

December 18, 2025

ଓମାନରେ ଭାରତୀୟ ସମ୍ପ୍ରଦାୟ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ୱାଗତ

December 17, 2025

କେନ୍ଦ୍ରାପଡ଼ାର ରାଜକନିକାରେ ‘ବିକଶିତ ଭାରତ @୨୦୪୭’ ସଚେତନତା କାର୍ଯ୍ୟକ୍ରମ

December 17, 2025

ତ୍ରୀଦିବସୀୟ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟ ଗାଇଡ କାମ୍ପୋରି ଉଦଯାପିତ

December 17, 2025

ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

December 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.