କଟକ ଏସ୍ସିବି ମେଡିକାଲର ତିନି ମହଲାରୁ ଡେଇଁ ଶନିବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ନୂଆ ମେଡିସିନ ବିଭାଗ ନିରାଶ୍ରୟ ଓ୍ବାର୍ଡ ତିନି ମହଲାରେ ଥିବା ଏକ ଝରକା ଗ୍ରୀଲ ତାଡ଼ି ଜଣେ ରୋଗୀ ଡେଇଁପଡ଼ିଥିବା ଅନୁମାନ କରାଯାଉଛି। ତେବେ ତାଙ୍କ ପରିଚୟ ମିଳି ନ ଥିବା ବେଳେ କାରଣ ଅସ୍ପଷ୍ଟ ରହିଛି।

କାଲୋଲ ପୌରପାଳିକାରେ ୧୪୪ କୋଟି ମୂଲ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀSeptember 23, 2025
ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକSeptember 23, 2025