Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛଅ ଦଶନ୍ଧି ପରେ ଜାପାନରେ ଭୟଙ୍କର ସାମୁଦ୍ରିକ ଝଡ଼ ‘ହୋଜିବିସ୍‌’ : ୧୧ ମୃତ
ଆଜିର ଖବର

ଛଅ ଦଶନ୍ଧି ପରେ ଜାପାନରେ ଭୟଙ୍କର ସାମୁଦ୍ରିକ ଝଡ଼ ‘ହୋଜିବିସ୍‌’ : ୧୧ ମୃତ

October 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜାପାନରେ ଶନିବାର ଭୟଙ୍କର ବାତ୍ୟା ‘ହୋଜିବିସ’ ଆସିଛି । ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ବିଗତ ୬୦ ବର୍ଷ ମଧ୍ୟରେ ଏଭଳି ବାତ୍ୟା କେବେ ଦେଖାଯାଇ ନ ଥିଲା । ଏହି ଭୟଙ୍କର ବାତ୍ୟାରେ ଶହ ଶହ ଲୋକ ଆହତ ହୋଇଥିବା ବେଳେ ୭୩ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ବାତ୍ୟା ଭୟରେ ଜାପାନ ରେଳଷ୍ଟେସନ ଗୁଡ଼ିକ ବନ୍ଦ ହୋଇଯାଇଛି । ଜାପାନର ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ ଶନିବାର ସନ୍ଧ୍ୟାରେ ଏଠାରେ ଘଣ୍ଟାପ୍ରତି ପବନର ବେଗ ୧୪୪ କିଲୋମିଟର ଥିଲା । ଦୀର୍ଘ ୬ ଦଶନ୍ଧି ମଧ୍ୟରେ ଜାପାନ୍‌ରେ ସବୁଠାରୁ ଭୟଙ୍କର ସାମୁଦ୍ରିକ ଝଡ଼ ହୋଇଛି । ଏଥିରେ ବର୍ତ୍ତମାନ ସୁଦ୍ଧା ୧୧ଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି । ଟୋକିଓ ଇଜୁ ଦ୍ବୀପରେ ସ୍ଥଳଭାଗ ଛୁଇଁବା ପରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଟୋକିଓ, ଇଜୁ ଓ ସିଲୁଓକାରେ ବନ୍ୟା ସ୍ଥିତି ସହ ଭୂସ୍ଖଳନ ମଧ୍ୟ ହୋଇଛି । ଏହି ସାମୁଦ୍ରିକ ଝଡ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଯୋଗୁଁ ବିଦ୍ୟୁତ ସରବରାହ ମଧ୍ୟ ପ୍ରଭାବିତ ହୋଇଛି । ୮ଲକ୍ଷରୁ ଅଧିକ ଲୋକ ଅନ୍ଧାରରେ ରହିଥିବାବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.