Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇବେ ମୋଦି ଓ ରାହୁଲ୍‌
ଆଜିର ଖବର

ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇବେ ମୋଦି ଓ ରାହୁଲ୍‌

October 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଆଜିକୁ ଆଉ ଆଠ ଦିନ ବାକି ରହିଲା । ଆସନ୍ତା ଅକ୍ଟୋବର ୨୧ ତାରିଖରେ ଏହି ଦୁଇ ରାଜ୍ୟ ପାଇଁ ଭୋଟପ୍ରକ୍ରିୟା ଅନୁଷ୍ଠିତ ହେବ । ଏହି ନିର୍ବାଚନରେ ମତଦାତାଙ୍କୁ ଆକର୍ଷଣ କରିବା ପାଇଁ କଂଗ୍ରେସ ଓ ବିଜେପି ସମେତ ସମସ୍ତ ରାଜନୖେତିକ ଦଳମାନେ ପୂରା ଅଣ୍ଟା ଭିଡ଼ି ସାରିଲେଣି । ଆଜି ବିଜେପି ତରଫରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ନେତା ରାହୁଲ୍‌ ଗାନ୍ଧି ନିର୍ବାଚନୀ ପ୍ରଚାରକୁ ଓହ୍ଲାଇବେ । ପିଏମ୍‌ ମୋଦି ଆଜି ଦ୍ବିପ୍ରହର ୧୨ଟାରେ ଉତ୍ତର ମହାରାଷ୍ଟ୍ରର ଜଲଗାଓ୍ବଠାରେ ଏକ ରାଲିର ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ । ପରେ ସନ୍ଧ୍ୟା ୪ ଘଟିକା ସମୟରେ ବିଦର୍ଭର ଭଣ୍ଡାରା ଝିଲ୍‌ଲାର ସକୋଲିଠାରେ ଆଉ ଏକ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ନିର୍ବାଚନୀ ପ୍ରଚାର ଅଭିଯାନରେ ପ୍ରଧାନମନ୍ତ୍ରୀ ରାଜ୍ୟରେ ମୋଟ ୯ଟି ରାଲିକୁ ସମ୍ବୋଧିତ କରିବେ । ସେହିପରି ହରିୟାଣାରେ ମଧ୍ୟ ରାଲି କରିବେ ମୋଦି। ସେହିପରି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧି ଆଜି ମହାରାଷ୍ଟ୍ରର ଲାତୁରଠାରେ ପ୍ରଥମ ଜନସଭାକୁ ସମ୍ବୋଧିତ କରିବେ । ପରେ ପରେ ମୁମ୍ବାଇର ଚାନ୍ଦବଲି ଓ ଧାରାବୀ ଅଞ୍ଚଳରେ ମଧ୍ୟ ନିଜ ଦଳର ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ମାଗିବେ । ଚଳିତ ଲୋକସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି ରାହୁଲ୍‌ ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୧ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ଆର୍ଥିକ ଲାଭ ସମ୍ଭାବନା

August 1, 2026

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Latest News

ଅଗଷ୍ଟ ୧ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ଆର୍ଥିକ ଲାଭ ସମ୍ଭାବନା

August 1, 2026

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.