Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେବଦୂତ ସାଜିଲେ ଫଟୋଗ୍ରାଫର୍‌ : ପାଣିରୁ ଉଦ୍ଧାର କଲେ ମହିଳା ପର୍ଯ୍ୟଟକଙ୍କୁ
ଆଜିର ଖବର

ଦେବଦୂତ ସାଜିଲେ ଫଟୋଗ୍ରାଫର୍‌ : ପାଣିରୁ ଉଦ୍ଧାର କଲେ ମହିଳା ପର୍ଯ୍ୟଟକଙ୍କୁ

October 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପର୍ଯ୍ୟଟକଙ୍କ ପାଇଁ ଦେବଦୂତ ସାଜିଛନ୍ତି ଜଣେ ଫଟୋଗ୍ରାଫର । ନିଜ ଜୀବନକୁ ବାଜିରେ ଲଗାଇ ସମୁଦ୍ରରେ ବୁଡ଼ି ଯାଉଥିବା ଲୋକକୁ ପାଣିରୁ ଉଦ୍ଧାର କରିଛନ୍ତି । ଜଣେ ମହିଳା ପର୍ଯ୍ୟଟକ ଆନ୍ଧପ୍ରଦେଶ କାକିନାଡ଼ାରୁ ପୁରୀ ବୁଲିବାକୁ ଆସିଛନ୍ତି । ଆଜି ସକାଳେ କୋଣାର୍କ ଚନ୍ଦ୍ରଭାଗାରେ ଗାଧୋଉଥିଲେ । ଏହି ସମୟରେ ସେ ଅସାବଧାନତାବଶତଃ ପାଣିରେ ବୁଡ଼ି ଯାଇଥିଲେ । ଏହି ସମୟରେ ସେଠାରେ ଉପସ୍ଥିତ ଥିବା ଜଣେ ଫଟୋଗ୍ରାଫର ତୁରନ୍ତ ପାଣିକୁ ଡେଇଁ ପଡ଼ିଥିଲେ । ସେ ମହିଳାଙ୍କୁ ପାଣିରୁ ଉଦ୍ଧାର କରି କୋଣାର୍କ ମେଡ଼ିକାଲରେ ଭର୍ତ୍ତି କରିଛନ୍ତି । ପ୍ରାଥମିକ ଚିକିତ୍ସା ପରେ ଜନୈକା ମହିଳାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଠିକ୍‌ ଥିବା ଜଣାପଡ଼ିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ କରିଥିଲା ପ୍ରଗତି ମଞ୍ଚ

January 10, 2026

ଅବକାରୀ ବିଭାଗର ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ: ୧୫୦ ଗିରଫ, ୨୬୦ଟି ମାମଲା ରୁଜୁ

January 10, 2026

ଓପିଟିସିଏଲ୍ ଦ୍ୱାରା ନିର୍ମିତ ଓଗ୍ରୀ ପୋର୍ଟାଲର ଶୁଭାରମ୍ଭ କଲେ କନକ ବର୍ଦ୍ଧନ ସିଂହଦେଓ

January 10, 2026

ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା

January 10, 2026
Latest News

ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ କରିଥିଲା ପ୍ରଗତି ମଞ୍ଚ

January 10, 2026

ଅବକାରୀ ବିଭାଗର ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ: ୧୫୦ ଗିରଫ, ୨୬୦ଟି ମାମଲା ରୁଜୁ

January 10, 2026

ଓପିଟିସିଏଲ୍ ଦ୍ୱାରା ନିର୍ମିତ ଓଗ୍ରୀ ପୋର୍ଟାଲର ଶୁଭାରମ୍ଭ କଲେ କନକ ବର୍ଦ୍ଧନ ସିଂହଦେଓ

January 10, 2026

ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା

January 10, 2026

ନୂଆ ବଜାରରେ ପ୍ରବେଶ କଲେ ଭଦ୍ରକ ଜିଲ୍ଲାର ବରକୋଳି ଚାଷୀ: ଆୟ ୨୫% କୁ ବୃଦ୍ଧି

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.