Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ବ୍ଲକ ଭୀମପୁର ଗ୍ରାମର ‘ବୃନ୍ଦାବନ ଚନ୍ଦ୍ର ଦେବ’ ମନ୍ଦିରରୁ ଚୋରି: ଜଣେ ଯୁବକ ଗିରଫ
ଆଜିର ଖବର

ବାଣପୁର ବ୍ଲକ ଭୀମପୁର ଗ୍ରାମର ‘ବୃନ୍ଦାବନ ଚନ୍ଦ୍ର ଦେବ’ ମନ୍ଦିରରୁ ଚୋରି: ଜଣେ ଯୁବକ ଗିରଫ

October 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷାବ୍ୟୁରୋ

ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ନିକଟସ୍ଥ ଭୀମପୁର ଗ୍ରାମରେ ଏକ ଚୋରି ଘଟଣା ସାମ୍ନାକୁ ଆସିଛି। ପ୍ରାପ୍ତ ସୂଚନା ଅନୁଯାୟୀ ଉକ୍ତ ଗ୍ରାମର କାନୁନଗୋ ସାହିରେ ଥିବା ବୃନ୍ଦାବନ ଚନ୍ଦ୍ର ଦେବ ମନ୍ଦିରରେ ଏପରି ଅଭାବନୀୟ ଘଟଣା ଘଟିଛି। ମନ୍ଦିରରେ ଥିବା ଅଷ୍ଟଧାତୁରେ ନିର୍ମିତ ରାଧାକୃଷ୍ଣ ମୂର୍ତ୍ତି, ଲକ୍ଷ୍ମୀନାରାୟଣ ମୂର୍ତ୍ତି, ରାମଲକ୍ଷ୍ମଣ ମୂର୍ତ୍ତି, ବିଭିନ୍ନ ପୂଜା ସାମଗ୍ରୀ, ଦାନବାକ୍ସରୁ ନଗଦ ୪୦୦୦ ଟଙ୍କା ଏବଂ ବହୁ ମୁଲ୍ୟବାନ ଜିନିଷ ଚୋରି ହୋଇଥିଲା। ଗତକାଲି ଶନିବାର ବିଳମ୍ବିତ ରାତ୍ରିରେ ଏହି ଘଟଣା ଘଟିଥିବାର ଅନୁମାନ କରାଯାଉଛି। ଏହାକୁ ନେଇ ଭୀମପୁର ଗ୍ରାମବାସୀଙ୍କ ଦ୍ଵାରା ବାଣପୁର ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ଉକ୍ତ ଅଭିଯୋଗ ଅନୁଯାୟୀ ବାଣପୁର ଥାନା ଏସ.ଆଇ ଦିଗବିଜୟ ବିଶ୍ଵାଳ ତୁରନ୍ତ ତଦନ୍ତ ଆରମ୍ଭ କରି ଆସାମୀକୁ ଧରିବାରେ ସଫଳ ମଧ୍ୟ ହୋଇଛନ୍ତି।

ସମ୍ପୃକ୍ତ ଆସାମୀ ଜଣଙ୍କ ଦୀପକ କୁମାର ତ୍ରିପାଠୀ (ବୟସ ୨୦ବର୍ଷ) ବୋଲି ପୋଲିସ ସୂତ୍ରରୁ ଜଣାପଡିଛି। ସେ ଗତକାଲି ବିଳମ୍ବିତ ରାତ୍ରିରେ ବାଣପୁର ପେଟ୍ରୋଲ ପମ୍ପ ସାମ୍ନାରେ ଥିବା ଏଚ.ଡି.ଏଫ.ସି ବ୍ୟାଙ୍କ ଏ.ଟି.ଏମରୁ ଚୋରି କରିବାକୁ ପ୍ରଚେଷ୍ଟା କରିଥିଲା। ହେଲେ ସେଠାରୁ ସେ ବିଫଳ ହେବା ପରେ ମନ୍ଦିରରୁ ବିଭିନ୍ନ ମୁଲ୍ୟବାନ ମୂର୍ତ୍ତି ଓ ନଗଦ ଟଙ୍କା ଚୋରି କରିଥିବାର ପୋଲିସ ସୂତ୍ରରୁ ସୂଚନା ମିଳିଛି। କିନ୍ତୁ ତାହାର ସମସ୍ତ ଯୋଜନା ବିଫଳ ହୋଇଛି। ସମ୍ପୃକ୍ତ ଆସାମୀ ଜଣଙ୍କ ଓଡି-୦୨ ଏ.ଟି ୫୩୧୬ ନମ୍ବରର ଏକ କଳା ରଙ୍ଗର ମୋଟର ସାଇକେଲ ବ୍ୟବହାର କରୁଥିବାର ପୋଲିସ ପ୍ରକାଶ କରିଛି। ଏବଂ  ପୋଲିସ ତାକୁ ଗିରଫ କରି ତାହା ବିରୋଧରେ ମାମଲା ରୁଜୁ କରିଛି।

ଚୋରି ବାଣପୁରଥାନା ଭୀମପୁର ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026
Latest News

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.