Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଆଇସିଙ୍କୁ ମହଙ୍ଗା ପଡ଼ିଲା ସେଲ୍‌ଫି 
ଆଜିର ଖବର

ଆଇଆଇସିଙ୍କୁ ମହଙ୍ଗା ପଡ଼ିଲା ସେଲ୍‌ଫି 

October 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚନ୍ଦ୍ରଭାଗା ସାମୁଦ୍ରିକ ଥାନା ଆଇଆଇସିଙ୍କୁ ସେଲ୍‌ଫି ନେବା ମହଙ୍ଗା ପଡିଛି । ଚନ୍ଦ୍ରଭାଗା ସାମୁଦ୍ରିକ ଥାନା ଆଇଆଇସି ବୁଲୁ ମୁଣ୍ଡା ଜଣେ ହତ୍ୟା ଅଭିଯୁକ୍ତଙ୍କ ସହ ସେଲ୍‌ଫି ଉଠାଇ ଚର୍ଚ୍ଚାରେ ରହିଥିଲେ । ବୁଲୁ ମୁଣ୍ଡାଙ୍କ ବିରୋଧରେ ପୁରୀ ଏସ୍‌ପି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଜିଲ୍ଲା ପୁଲିସ୍ ମୁଖ୍ୟାଳୟକୁ ବଦଳି କରାଯାଇଛି। ସୂଚନା ଅନୁଯାୟୀ, ଗତ ୫ ତାରିଖରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ଆଳସାହି ଛକରେ ବାପ-ପୁଅଙ୍କୁ ଆକ୍ରମଣ ଘଟଣାରେ ୩ ଜଣ ଗିରଫ ହୋଇଥିଲେ। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ରାଧାମୋହନ ବିଶ୍ୱାଳ ଓରଫ ମୁନା ଫେରାର ଥିଲା। ଅସ୍ତରଙ୍ଗ ପୁଲିସ୍‌ ମୁନାକୁ ଖୋଜୁଥିବା ବେଳେ ଗତକାଲି ଚନ୍ଦ୍ରଭାଗା ସାମୁଦ୍ରିକ ଥାନା ପୁଲିସ୍‌ ତାକୁ ଗିରଫ କରିଥିଲା। ଗିରଫ କରିବା ପରେ ଚନ୍ଦ୍ରଭାଗା ପୁଲିସ୍‌ ତାକୁ ନିମାପଡ଼ା ଥାନାକୁ ଆଣିଥିଲା। ତେବେ ସେହି ସମୟରେ ଗାଡ଼ି ଭିତରେ ଆଇଆଇସି ବୁଲୁ ମୁଣ୍ଡା ତାଙ୍କ ସହିତ ସେଲ୍‌ଫି ଉଠାଇଥିଲେ। ଆଉ ଏହା ସୋସିଆଲ୍‌ ମିଡିଆରେ ଭାଇରାଲ ହେବା ପରେ ଆଇଆଇସି ଚର୍ଚ୍ଚାକୁ ଆସିଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.