Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ସାମିଲ୍‌ ହେଲେ ରାଜକୁମାରୀ ରତ୍ନା ସିଂହ
ଆଜିର ଖବର

ବିଜେପିରେ ସାମିଲ୍‌ ହେଲେ ରାଜକୁମାରୀ ରତ୍ନା ସିଂହ

October 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତରପ୍ରଦେଶରେ କଂଗ୍ରେସ ନିଜର ସାଙ୍ଗଠନିକ ସ୍ଥିତିକୁ ମଜବୁତ୍‌ କରିବାକୁ ପ୍ରୟାସ କରୁଥିବାବେଳେ ଦଳକୁ ଏକ ବଡ ଝଟ୍‌କା ଲାଗିଛି । ଦଳର ବରିଷ୍ଠ ନେତା ତଥା ତିନି ତିନି ଥର ସାଂସଦ ରହିଥିବା ରାଜକୁମାରୀ ରତ୍ନା ସିଂହ ଆଜି ବିଜେପିରେ ସାମିଲ୍‌ ହୋଇଛନ୍ତି । ପ୍ରତାପଗଡ଼ର ପୂର୍ବତନ ସାଂସଦ ରାଜକୁମାରୀ ରତ୍ନା ସିଂହ ହେଉଛନ୍ତି ପୂର୍ବତନ ବିଦେଶ ମନ୍ତ୍ରୀ ରାଜ ଦିନେଶ ସିଂହଙ୍କ ପୁତ୍ରୀ । କଂଗ୍ରେସର ବରିଷ୍ଠ ନେତା ପ୍ରସାଦ ତିଓ୍ବାରୀଙ୍କ ଅତି ନିକଟତମ ହେଉଛନ୍ତି ରତ୍ନା ସିଂହ । ଉତ୍ତରପ୍ରଦେଶ କଂଗ୍ରେସ ପ୍ରଭାରୀ ପ୍ରିୟଙ୍କା ଗାନ୍ଧିଙ୍କ ସହ ତାଙ୍କର ମନୋମାଳିନ୍ୟ ପାଇଁ ସେ କଂଗ୍ରେସ ଛାଡ଼ିଥିବାର ଜଣାପଡିଛି । ପୂର୍ବରୁ ରତ୍ନା ଲକ୍ଷ୍ନୌଠାରେ ବିଜେପିରେ ସାମିଲ୍‌ ହେବ ବୋଲି କାର୍ଯ୍ୟକ୍ରମ ରହିଥିଲା । ଇତିମଧ୍ୟରେ ବିଧାନସଭାର ଉପନିର୍ବାଚନ ତାତି କାରଣରୁ ଏଥିରେ ପରିବର୍ତ୍ତନ କରାଯାଇଛି । ରାଜକୁମାରୀ ରତ୍ନା ସିଂହ ପ୍ରତାପଗଡ଼ ସଂସଦୀୟ ଆସନରୁ ୧୯୯୬, ୧୯୯୯ ଓ ୨୦୦୯ରେ ସାଂସଦ ରୂପେ ନିର୍ବାଚିତ ହୋଇଥିବାବେଳେ ୨୦୧୪ ଓ ୨୦୧୯ରେ ତାଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

କାଲୋଲ ପୌରପାଳିକାରେ ୧୪୪ କୋଟି ମୂଲ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଦେଲେ କଡା ଜବାବ, କହିଲେ…

September 23, 2025

ଗୋଆରେ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ

September 23, 2025

ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକ

September 23, 2025
Latest News

କାଲୋଲ ପୌରପାଳିକାରେ ୧୪୪ କୋଟି ମୂଲ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଦେଲେ କଡା ଜବାବ, କହିଲେ…

September 23, 2025

ଗୋଆରେ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ

September 23, 2025

ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକ

September 23, 2025

ଆବଶ୍ୟକୀୟ ଭିତ୍ତିଭୂମି ନ ଯୋଗାଇ ୟୁ.ଏ.ଏସ୍‌. ଲାଗୁ କରାଯିବାକୁ ଓଷ୍ଟାର ବିରୋଧ

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.