Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଥର ଜନ୍ମଦିନ ପାଳିବେ ନାହିଁ ନବୀନ : ଜନ୍ମଦିନରେ ନବୀନ ନିବାସ ନ ଆସି ଅନାଥ ପିଲାଙ୍କ ପାଇଁ କିଛି କରନ୍ତୁ
ଆଜିର ଖବର

ଏଥର ଜନ୍ମଦିନ ପାଳିବେ ନାହିଁ ନବୀନ : ଜନ୍ମଦିନରେ ନବୀନ ନିବାସ ନ ଆସି ଅନାଥ ପିଲାଙ୍କ ପାଇଁ କିଛି କରନ୍ତୁ

October 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
କାହିଁକି କମ ବ୍ୟବଧାନରେ ସାବିତ୍ରୀ ଅଗ୍ରୱାଲା ଜିତିଲେ, ପାଟକୁରା ମଙ୍ଗୁଆଳଙ୍କଠାରୁ କଇଫତ ମାଗିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
Nveen patnaik reviews the Patakura result

ସମୀକ୍ଷା ବ୍ୟୁରୋ

ଆସନ୍ତାକାଲି ନବୀନଙ୍କ ୭୪ ତମ ଜନ୍ମ ଦିନ। ବର୍ତ୍ତମାନ ସେ ୭୪ ବର୍ଷ ପୁରଣ କରି ୭୫ ବର୍ଷରେ ପାଦଦେବେ। ତେବେ ଚଳିତ ବର୍ଷ ନିଜର ଜନ୍ମଦିବସ ପାଳନ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଫନୀ ବାତ୍ୟା ରାଜ୍ୟର ବିପୁଳ କ୍ଷତି କରିଥିବାରୁ ମୁଖ୍ୟମନ୍ତ୍ରୀ ଏପରି ନିଷ୍ପତ୍ତି ନେଇଛନ୍ତି। ଏହି ଘୋଷଣା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାବାସୀ ହେଉଛନ୍ତି ତାଙ୍କ ପରିବାର। ଓଡ଼ିଶାବାସୀଙ୍କ ସ୍ନେହ ଓ ଭଲପାଇବା ତାଙ୍କୁ ଋଣୀ କରିଛି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଜନ୍ମଦିବସ ଅବସରରେ ରକ୍ତଦାନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ନିଜର ଦଳର କର୍ମୀ ଭାଇଭଉଣୀ ତଥା ଶୁଭେଚ୍ଛୁ ମାନଙ୍କୁ ନିବେଦନ କରିଛନ୍ତି ଯେ, ତାଙ୍କ ଜନ୍ମଦିନ ଶୁଭେଚ୍ଛା ଜଣାଇବା ପାଇଁ ଭୁବନେଶ୍ବର, ନବୀନ ନିବାସ ନ ଆସି ନିକଟସ୍ଥ ଅନାଥାଶ୍ରମ ଓ ଭିନ୍ନକ୍ଷମ ପିଲାମାନେ ଥିବା ସ୍କୁଲକୁ ଯାଆନ୍ତୁ ଓ ସେମାନଙ୍କ ଭଲ ପାଇଁ କିଛି କାମ କରନ୍ତୁ ବୋଲି କହିଛନ୍ତି। କେବଳ ତାଙ୍କ ଜନ୍ମଦିନ ନୁହଁନ୍ତି, ନିଜର ଜନ୍ମଦିନ ତଥା ନିଜ ଜୀବନର ସବୁ ସ୍ମରଣୀୟ ଦିନ ଯଥା – ଜନ୍ମଦିନ, ପିଲାଙ୍କ ଜନ୍ମଦିନ, ବିବାହ ବାର୍ଷିକୀ ଆଦି ଦିନ ମାନଙ୍କରେ ଏହି ପିଲାମାନଙ୍କ ପାଖକୁ ଯାଇ କିଛି କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ।

Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.