Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦାମ ବିଜେପି ଛାଡ଼ିଲେ ଦଳ ଉପରେ କୌଣସି ପ୍ରଭାବ ପକାଇବ ନାହିଁ : ଅରୁଣ ସିଂହ
ଆଜିର ଖବର

ଦାମ ବିଜେପି ଛାଡ଼ିଲେ ଦଳ ଉପରେ କୌଣସି ପ୍ରଭାବ ପକାଇବ ନାହିଁ : ଅରୁଣ ସିଂହ

October 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବରିଷ୍ଠ ନେତା ଦାମୋଦର ରାଉତ ବିଜେପିରୁ ଇସ୍ତଫା ଦେବା ପରେ ଏହାକୁ ନେଇ ଓଡ଼ିଶା ରାଜନୀତି ବେଶ୍‌ ସରଗରମ ହୋଇଯାଇଛି। ଦାମ ବିଜେପି ଛାଡ଼ିଲେ ଦଳ ଉପରେ ତାହାର କୌଣସି ପ୍ରଭାବ ପଡ଼ିବ ନାହିଁ। ଦାମଙ୍କ ଇସ୍ତଫା ଉପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିଜେପି ଓଡ଼ିଶା ପ୍ରଭାରୀ ଅରୁଣ ସିଂହ। ଅରୁଣ କହିଛନ୍ତି ଯେ ଦଳରେ କାହାକୁ ଅଣଦେଖା କରାଯାଇ ନାହିଁ। ସମସ୍ତ ବୈଠକରେ ତାଙ୍କୁ ଡକାଯାଇଛି। ଦାମଙ୍କର ରାଜନୀତି ଛାଡ଼ିବା ନିଷ୍ପତ୍ତିକୁ ସେ ସ୍ୱାଗତ କରିଛନ୍ତି। ତାଙ୍କର ବୟସ ଅଧିକ ହୋଇଗଲାଣି। ସେ ରାଜନୀତି ଛାଡ଼ି ସମାଜ ସେବା କରିବାକୁ ଚାହୁଁଥିବାରୁ ସେଥିପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆଜି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ ବିଜେପିରୁ ଇସ୍ତଫା ଦେଇଛନ୍ତି। ଏଥିସହିତ ସେ ଆଉ ପ୍ରତ୍ୟକ୍ଷ ରାଜନୀତି କିମ୍ବା ନିର୍ବାଚନ ଲଢିବେ ନାହିଁ ବୋଲି ମଧ୍ୟ ଘୋଷଣା କରିଛନ୍ତି। ବିଜେଡ଼ିରୁ ବହିଷ୍କୃତ ହେବା ପରେ ଚଳିତ ଲୋକସଭା ନିର୍ବାଚନ ସମୟରେ ବିଜେପିରେ ସାମିଲ୍‌ ହୋଇଥିଲେ ବରିଷ୍ଠ ନେତା ଦାମ ରାଉତ। ଅପର ପକ୍ଷରେ ଦାମୋଦର ରାଉତଙ୍କ ପୁତ୍ର ତଥା ବିଧାୟକ ସମ୍ବିତ ରାଉତରାୟଙ୍କ କହିଛନ୍ତି ଯେ, ବିଜେଡ଼ି ନେତୃତ୍ବ ଚାହିଁଲେ ବାପା ପୁଣି ଥରେ ବିଜେଡ଼ିକୁ ଫେରିବେ ବୋଲି କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

କାଲୋଲ ପୌରପାଳିକାରେ ୧୪୪ କୋଟି ମୂଲ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଦେଲେ କଡା ଜବାବ, କହିଲେ…

September 23, 2025

ଗୋଆରେ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ

September 23, 2025

ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକ

September 23, 2025
Latest News

କାଲୋଲ ପୌରପାଳିକାରେ ୧୪୪ କୋଟି ମୂଲ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଦେଲେ କଡା ଜବାବ, କହିଲେ…

September 23, 2025

ଗୋଆରେ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ

September 23, 2025

ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକ

September 23, 2025

ଆବଶ୍ୟକୀୟ ଭିତ୍ତିଭୂମି ନ ଯୋଗାଇ ୟୁ.ଏ.ଏସ୍‌. ଲାଗୁ କରାଯିବାକୁ ଓଷ୍ଟାର ବିରୋଧ

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.