Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ସରକାର ଅମଳରେ ୧୬ ହଜାର ଚାଷୀ ଆତ୍ମହତ୍ୟା କରିଛନ୍ତି : ପଓ୍ବାର
ଆଜିର ଖବର

ବିଜେପି ସରକାର ଅମଳରେ ୧୬ ହଜାର ଚାଷୀ ଆତ୍ମହତ୍ୟା କରିଛନ୍ତି : ପଓ୍ବାର

October 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
sarad pawar quite in 2019 ls polls
sarad pawar quite in 2019 ls polls

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ଶିବ ସେନା ମେଣ୍ଟକୁ ଟାର୍ଗେଟ୍‌ କରିଛନ୍ତି ଏନ୍‌ସିପି ମୁଖ୍ୟ ଶରଦ ପଓ୍ବାର। ଚଳିତ ସରକାର ଅମଳରେ ୧୬ ହଜାର ଚାଷୀ ଆତ୍ମହତ୍ୟା କରିଛନ୍ତି। ଗ୍ରାମାଞ୍ଚଳର ଲୋକ ଚଳିତ ସରକାରର ନିର୍ଯାତନାରେ ଅତିଷ୍ଠ ହୋଇ ପଡିଲେଣି। ବିଗତ ୫ ବର୍ଷ ମଧ୍ୟରେ ଚାଷୀ ଆତ୍ମହତ୍ୟା ଅତ୍ୟନ୍ତ ଉତ୍କଟ ରୂପ ଧାରଣ କରିଛି। ପିଆଜ ଚାଷ ପାଇଁ ବିଖ୍ୟାତ ନାସିକରେ ସର୍ବାଧିକ ଚାଷୀ ଆତ୍ମହତ୍ୟା କରିଛନ୍ତି ବୋଲି ମୁମ୍ବାଇରେ ଏକ ରାଲି ଅବସରରେ ମନ୍ତବ୍ୟ ଦେଇଛନ୍ତି ପଓ୍ବାର। ମହାରାଷ୍ଟ୍ରରେ ବିଜେପି-ସେନା ମେଣ୍ଟରେ କେବଳ ଜନସାଧାରଣ ନୁହନ୍ତି ବିଜେପିର କିଛି ବରିଷ୍ଠ ନେତା ମଧ୍ୟ ଦଳ ପରିତ୍ୟାଗ କରିଛନ୍ତି ବୋଲି ପଓ୍ବାର କହିଥିଲେ। ଉଲ୍ଲେଖଯୋଗ୍ୟ ଯେ, ନିକଟରେ ଛତ୍ରପତି ଶିବାଜୀଙ୍କ ବଂଶଧର ଉଦୟନ ରାଜେ ଭୋଂସଲେ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ଦଳ ପରିତ୍ୟାଗ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ନବସୃଜନ ଯାତ୍ରା ଉପରେ ନୀତି ଆୟୋଗର ରିପୋର୍ଟ ଉନ୍ମୋଚିତ

September 24, 2025

ଅକ୍ଟୋବର ୨ ରୁ ସ୍ଵତନ୍ତ୍ର ଅଭିଯାନ “ଆମ ସଂକଳ୍ପ – ନିଶା ନୁହେଁ ଜୀବନ” ଓ “ନିଶା ମୁକ୍ତ ଭୁବନେଶ୍ୱର”

September 24, 2025

୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

September 24, 2025

ଆଜି ସେପ୍ଟେମ୍ବର ୨୪ ତାରିଖ ବୁଧବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

September 24, 2025
Latest News

ଭାରତର ନବସୃଜନ ଯାତ୍ରା ଉପରେ ନୀତି ଆୟୋଗର ରିପୋର୍ଟ ଉନ୍ମୋଚିତ

September 24, 2025

ଅକ୍ଟୋବର ୨ ରୁ ସ୍ଵତନ୍ତ୍ର ଅଭିଯାନ “ଆମ ସଂକଳ୍ପ – ନିଶା ନୁହେଁ ଜୀବନ” ଓ “ନିଶା ମୁକ୍ତ ଭୁବନେଶ୍ୱର”

September 24, 2025

୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

September 24, 2025

ଆଜି ସେପ୍ଟେମ୍ବର ୨୪ ତାରିଖ ବୁଧବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

September 24, 2025

କାଲୋଲ ପୌରପାଳିକାରେ ୧୪୪ କୋଟି ମୂଲ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.