Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳାଙ୍କ ଅଭିଶାପରୁ ଅସୁବିଧାରେ ପଡୁଛନ୍ତି ଆଜମ୍‌ ଖାନ୍‌ : ଜୟା ପ୍ରଦା
ଆଜିର ଖବର

ମହିଳାଙ୍କ ଅଭିଶାପରୁ ଅସୁବିଧାରେ ପଡୁଛନ୍ତି ଆଜମ୍‌ ଖାନ୍‌ : ଜୟା ପ୍ରଦା

October 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତୀୟ ଜନତା ପାର୍ଟି ନେତ୍ରୀ ଜୟା ପ୍ରଦା ଆଜମ୍‌ ଖାନ୍‌ଙ୍କୁ ସମାଲୋଚନା କରିଛନ୍ତି । ମହିଳାଙ୍କୁ ଅସମ୍ମାନ କରୁଥିବାରୁ ବର୍ତ୍ତମାନ ଅସୁବିଧାରେ ପଡୁଥିବା ନେଇ ଜୟା ମତ ଦେଇଛନ୍ତି । ଅତୀତରେ ଆଜମ କେବେବି ମହିଳାଙ୍କୁ ସମ୍ମାନ ପ୍ରଦାନ କରି ନାହାନ୍ତି । ଉଲ୍ଲେଖଯୋଗ୍ୟ ଯେ, ବେଆଇନ ଜମି ଅଧିଗ୍ରହଣକୁ ନେଇ ଆଜମ୍‌ ଖାନ୍‌ଙ୍କ ବିରୋଧରେ 51ଟି ମାମଲା ରୁଜୁ କରାଯାଇଛି । ଏହାକୁ ନେଇ ଗଣମାଧ୍ୟମ ଏବଂ ଜନସାଧାରଣଙ୍କ ସମ୍ମୁଖରେ ଗୁରୁବାର ରାମପୁର ସାଂସଦ ଆଜମ୍‌ ଖାନ୍‌ କାନ୍ଦି ପକାଇଥିଲେ । ଆଜମ୍‌ ଖାନ୍‌ ଅଭିନୟ କରୁଛନ୍ତି ବୋଲି ମତ ଦେଇଛନ୍ତି ଜୟା । ଉଲ୍ଲେଖଯୋଗ୍ୟ ଯେ, 2019 ଲୋକସଭା ନିର୍ବାଚନ ପୂର୍ବରୁ ଆଜମ୍‌ ଜୟାଙ୍କୁ ନାଚବାଲି ବୋଲି ସମ୍ବୋଧନ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026
Latest News

୭୮ ଦିନ ପାଇଁ ଅପରିବର୍ତ୍ତିତ ରହିବ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଜାଣନ୍ତୁ ସରକାରଙ୍କ ଯୋଜନା

June 10, 2026

କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ପାରିତ ହେଲା ଏକ ସଂକଳ୍ପ

June 10, 2026

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.