Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗ ସଚିବଙ୍କ ବିରୋଧରେ ଫେସ୍‌ବୁକ୍‌ ପୋଷ୍ଟ : କଂଗ୍ରେସ ନେତା ଗିରଫ
ଆଜିର ଖବର

ପଶ୍ଚିମବଙ୍ଗ ସଚିବଙ୍କ ବିରୋଧରେ ଫେସ୍‌ବୁକ୍‌ ପୋଷ୍ଟ : କଂଗ୍ରେସ ନେତା ଗିରଫ

October 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଶ୍ଚିମବଙ୍ଗ ସରକାରଙ୍କ ସଚିବଙ୍କ ବିରୋଧରେ ଏକ ଫେସବୁକ୍ ପୋଷ୍ଟ ଅଭିଯୋଗରେ ଜନୈକ କଂଗ୍ରେସ ନେତାଙ୍କୁ ଗିରଫ କରାଯାଇଛି । କଂଗ୍ରେସ ନେତା ସନ୍ମୋୟ ବନ୍ଦୋପାଧ୍ୟାୟଙ୍କୁ ପୋଲିସ୍‌ ପକ୍ଷରୁ ଶନିବାର ଦିନ ଗିରଫ କରାଯାଇଛି । ବନ୍ଦୋପାଧ୍ୟାୟଙ୍କୁ ଗିରଫ କରାଯିବା ପରେ କଂଗ୍ରେସ ପକ୍ଷରୁ ଏହାର ବିରୋଧ କରାଯିବା ସହିତ ତାଙ୍କୁ ଛଡାନଗଲେ ରାଜ୍ୟ ବ୍ୟାପୀ ଆନ୍ଦୋଳନ କରାଯିବା ନେଇ କଂଗ୍ରେସ ପକ୍ଷରୁ ଧମକ ଦିଆଯାଇଛି । ବନ୍ଦୋପାଧ୍ୟାୟଙ୍କୁ ପୁରୁଲିଆ ପୋଲିସ୍‌ ପକ୍ଷରୁ ଗିରଫ କରାଯାଇଛି । ଏହି ଘଟଣା ସହିତ ସରକାରଙ୍କର କୌଣସି ସମ୍ବନ୍ଧ ନାହିଁ ଏବଂ ଅଭିଯୋଗ ଅନୁଯାୟୀ ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମତ ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟରେ କମିବ ବର୍ଷା, ବଢ଼ିବ ତାତି; ଆଇଏମଡିର ପୂର୍ବାନୁମାନରେ ବଢ଼ିଲା ଚିନ୍ତା

August 2, 2026

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026

ରାଶିଫଳ: ଅଗଷ୍ଠ ଦୁଇ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କ ଭାଗ୍ୟଫଳ

August 2, 2026

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026
Latest News

ଅଗଷ୍ଟରେ କମିବ ବର୍ଷା, ବଢ଼ିବ ତାତି; ଆଇଏମଡିର ପୂର୍ବାନୁମାନରେ ବଢ଼ିଲା ଚିନ୍ତା

August 2, 2026

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026

ରାଶିଫଳ: ଅଗଷ୍ଠ ଦୁଇ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କ ଭାଗ୍ୟଫଳ

August 2, 2026

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.