Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟପାଳଙ୍କ ଏସ୍କର୍ଟ ଗାଡି ଦୁର୍ଘଟଣାଗ୍ରସ୍ତ
ଆଜିର ଖବର

ରାଜ୍ୟପାଳଙ୍କ ଏସ୍କର୍ଟ ଗାଡି ଦୁର୍ଘଟଣାଗ୍ରସ୍ତ

October 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟପାଳଙ୍କ ଏସ୍‌କର୍ଟ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଦଳାରେ ରାଜ୍ୟପାଳଙ୍କ ଏସ୍କର୍ଟ ଗାଡଇ ଦୁର୍ଘଟଣା ଗ୍ରସ୍ତ ହେବା ସହିତ 7 ଜଣ ଆହତ ହୋଇଛନ୍ତି। ରାଜ୍ୟପାଳଙ୍କ ଗାଡି ଆଗକୁ ଜନୈକ ସାଇକେଲ ଆରୋହୀ ପଶି ଆସିବାରୁ ଏହି ଦୁର୍ଘଟଣା ଘଟିଥିଲା। ରାଜ୍ୟପାଳ ଉଦଳାରୁ ବାରିପଦା ଯାଉଥିବା ସମୟରେ ଏହି ଘଟଣା ଘଟିଥିଲା। ଦୁର୍ଘଟଣାରେ ଦୁଇଟି ଯାକ ଏସ୍କର୍ଟ ଗାଡି କ୍ଷତିଗ୍ରସ୍ତ ହୋଇଥିବା ବେଳେ ଆହତ ମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଶୋଇବା ସମୟରେ ବାରମ୍ବାର ପରିସ୍ରା ଲାଗୁଛି କି?: ଏହି ଦୁଇଟି ଉପାୟରୁ ମିଳିପାରେ ଆଶ୍ଵସ୍ତି

September 24, 2025

ବିଶ୍ୱ ଫାର୍ମାସୀ ଦିବସ ପରିପ୍ରେକ୍ଷୀରେ ସମ୍ ହସ୍ପିଟାଲ-୨ କ୍ୟାମ୍ପସରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 24, 2025

ଓଡିଶା ପ୍ରସିଦ୍ଧ ମା’ ଭଗବତୀଙ୍କ ନବରାତ୍ର ପୂଜା, ଜାଣନ୍ତୁ କଣ ରହିଛି ପରମ୍ପରା

September 24, 2025

ବିଧାୟକ ପାଣ୍ଠି ବିନିଯୋଗ ଦିଗରେ ଅନ୍ ଲାଇନ୍ ପ୍ରଶିକ୍ଷଣ ଶିବିର

September 24, 2025
Latest News

ଶୋଇବା ସମୟରେ ବାରମ୍ବାର ପରିସ୍ରା ଲାଗୁଛି କି?: ଏହି ଦୁଇଟି ଉପାୟରୁ ମିଳିପାରେ ଆଶ୍ଵସ୍ତି

September 24, 2025

ବିଶ୍ୱ ଫାର୍ମାସୀ ଦିବସ ପରିପ୍ରେକ୍ଷୀରେ ସମ୍ ହସ୍ପିଟାଲ-୨ କ୍ୟାମ୍ପସରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 24, 2025

ଓଡିଶା ପ୍ରସିଦ୍ଧ ମା’ ଭଗବତୀଙ୍କ ନବରାତ୍ର ପୂଜା, ଜାଣନ୍ତୁ କଣ ରହିଛି ପରମ୍ପରା

September 24, 2025

ବିଧାୟକ ପାଣ୍ଠି ବିନିଯୋଗ ଦିଗରେ ଅନ୍ ଲାଇନ୍ ପ୍ରଶିକ୍ଷଣ ଶିବିର

September 24, 2025

ଭାରତର ନବସୃଜନ ଯାତ୍ରା ଉପରେ ନୀତି ଆୟୋଗର ରିପୋର୍ଟ ଉନ୍ମୋଚିତ

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.