Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ିର ଦୁଇ ଘଣ୍ଟିଆ ଜାତୀୟ ରାଜପଥ ଆନ୍ଦୋଳନ
ଆଜିର ଖବର

ବିଜେଡ଼ିର ଦୁଇ ଘଣ୍ଟିଆ ଜାତୀୟ ରାଜପଥ ଆନ୍ଦୋଳନ

October 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜାତୀୟ ରାଜପଥ ମରାମତି ତଥା ସମ୍ପ୍ରସାରଣ ବିଳମ୍ବରୁ ତାତିଲା ବିଜେଡ଼ି । ଢେଙ୍କାନାଳ ସଂସଦୀୟ କ୍ଷେତ୍ରର ସବୁ ଏନ୍‌ଏଚ୍‌ ମରାମତିରେ ବିଳମ୍ବ ଅଭିଯୋଗ କରିଛି ବିଜେଡ଼ି । ଏହା ପ୍ରତିବାଦରେ ପାଲଲହଡ଼ା, ଅନୁଗୁଳ ଓ ଢେଙ୍କାନାଳ ଠାରେ ବିଜେଡି ଆନ୍ଦୋଳନ କରିଛି । ସେଠାରେ ଥିବା ଏନଏଚ ତୁରନ୍ତ ମରାମତି ଏବଂ ସଂପ୍ରସାରଣ ପ୍ରକ୍ରିୟା ସାରିବାକୁ ଦାବୀ କରି ବହୁ ବିଜେଡିକର୍ମୀ ଆଜି ୨ଘଣ୍ଟିଆ ଜାତୀୟ ରାଜପଥ ରାସ୍ତା ଅବରୋଧ କରିଛନ୍ତି । ଅନେକ ବିଜେଡିକର୍ମୀ ପାଲଲହଡ଼ା ଠାରେ ଏନଏଚ ୪୯ ଓ ୧୪୯ ଅବରୋଧ କରିଛନ୍ତି । ଫଳରେ ଉଭୟ ପାଶ୍ୱର୍ରେ ଯାନବାହାନ ଚଳାଚଳ ଠପ୍ ହୋଇଯାଇଛି । ତୁରନ୍ତ ଏନ୍‌ଏଚ୍‌ ମରାମତି  ଏବଂ ସମ୍ପ୍ରସାରଣ ପ୍ରକ୍ରିୟା ସାରିବାକୁ ଦାବି କରାଯାଇଛି ।

 

Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ୨୦୨୬ ବର୍ଷର କ୍ୟାଲେଣ୍ଡର ଓ ଡାଏରୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

December 19, 2025

ଖ୍ରୀଷ୍ଟମାସ ଏବଂ ନୂତନ ବର୍ଷରେ ଭିଡ଼ ପରିଚାଳନା ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଆରମ୍ଭ କରିଛି ଭାରତୀୟ ରେଳ

December 19, 2025

ଫାଇନାଲରେ ହରିୟାଣାକୁ ୬୯ ରନରେ ପରାସ୍ତ କଲା ଝାଡ଼ଖଣ୍ଡ: ପ୍ରଥମ ଥର ଜିତିଲା ସୟଦ ମୁସ୍ତାକ ଅଲି ଟ୍ରଫି

December 19, 2025

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭେଟିଲେ ଜୋହୋର ପ୍ରତିଷ୍ଠାତା ତଥା ବୈଜ୍ଞାନିକ ଶ୍ରୀଧର ଭେମ୍ବୁ

December 19, 2025
Latest News

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ୨୦୨୬ ବର୍ଷର କ୍ୟାଲେଣ୍ଡର ଓ ଡାଏରୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

December 19, 2025

ଖ୍ରୀଷ୍ଟମାସ ଏବଂ ନୂତନ ବର୍ଷରେ ଭିଡ଼ ପରିଚାଳନା ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଆରମ୍ଭ କରିଛି ଭାରତୀୟ ରେଳ

December 19, 2025

ଫାଇନାଲରେ ହରିୟାଣାକୁ ୬୯ ରନରେ ପରାସ୍ତ କଲା ଝାଡ଼ଖଣ୍ଡ: ପ୍ରଥମ ଥର ଜିତିଲା ସୟଦ ମୁସ୍ତାକ ଅଲି ଟ୍ରଫି

December 19, 2025

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭେଟିଲେ ଜୋହୋର ପ୍ରତିଷ୍ଠାତା ତଥା ବୈଜ୍ଞାନିକ ଶ୍ରୀଧର ଭେମ୍ବୁ

December 19, 2025

ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ସଂସଦୀୟ ପରାମର୍ଶଦାତା କମିଟି ବୈଠକରେ ଅଧ୍ୟକ୍ଷତା କଲେ କେନ୍ଦ୍ରମନ୍ତ୍ରୀ

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.