Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରମ ବିଭାଗର କିରାଣୀ ନିଲମ୍ବିତ, ମହଙ୍ଗା ପଡ଼ିଲା ଲାଞ୍ଚ ମାଗିବା
ଆଜିର ଖବର

ଶ୍ରମ ବିଭାଗର କିରାଣୀ ନିଲମ୍ବିତ, ମହଙ୍ଗା ପଡ଼ିଲା ଲାଞ୍ଚ ମାଗିବା

October 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହଙ୍ଗା ପଡ଼ିଲା ଲାଞ୍ଚ ମାଗିବା ।  ଶ୍ରମ ବିଭାଗ କିରାଣୀ ଖୋଲାଖୋଲି ଲାଞ୍ଚ ମାଗୁଥିବା ଭିଡ଼ିଓ ପ୍ରଚାରିତ ହେବା ପରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ତାଙ୍କୁ ନିଲମ୍ବନ କରାଯାଇଛି । ଜଣେ ଶ୍ରମ ବିଭାଗ କିରାଣୀ ବଲ୍ଲବ ନାଗ ଜଣେ ବ୍ୟକ୍ତିଙ୍କୁ ଶ୍ରମିକ ଚାଲାଣ ଲାଇସେନ୍ସ ଦେବାକୁ ଖୁଲମଖୁଲା ଲାଞ୍ଚ ମାଗିଥିଲେ । ଏହି ଶ୍ରମିକ ଚାଲାଣ ଲାଇସେନ୍ସ କରାଇବାକୁ ଶ୍ରମ ବିଭାଗ କିରାଣୀ ଏକ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । କିରାଣୀଙ୍କ ଏହି ଖୁଲମଖୁଲା ଲାଞ୍ଚ ମାଗିବା ଭିଡ଼ିଓ ଗଣମାଧ୍ୟମରେ ପ୍ରଚାରିତ ହେବା ପରେ ତାଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।କିରାଣୀ ବଲ୍ଲବ ନାଗଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଖୁବ ଶିଘ୍ର ଗଡିବ ବନ୍ଦେ ଭାରତ ସ୍ଲିପର ଟ୍ରେନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦେଲେ ସୂଚନା

September 24, 2025

ନବରାତ୍ରିରେ ଗୃହ ପ୍ରବେଶ କରିପାରିବା କି, କେଉଁ ତାରିଖ ଅଧିକ ଶୁଭ?

September 24, 2025

ଶୋଇବା ସମୟରେ ବାରମ୍ବାର ପରିସ୍ରା ଲାଗୁଛି କି?: ଏହି ଦୁଇଟି ଉପାୟରୁ ମିଳିପାରେ ଆଶ୍ଵସ୍ତି

September 24, 2025

ବିଶ୍ୱ ଫାର୍ମାସୀ ଦିବସ ପରିପ୍ରେକ୍ଷୀରେ ସମ୍ ହସ୍ପିଟାଲ-୨ କ୍ୟାମ୍ପସରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 24, 2025
Latest News

ଖୁବ ଶିଘ୍ର ଗଡିବ ବନ୍ଦେ ଭାରତ ସ୍ଲିପର ଟ୍ରେନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦେଲେ ସୂଚନା

September 24, 2025

ନବରାତ୍ରିରେ ଗୃହ ପ୍ରବେଶ କରିପାରିବା କି, କେଉଁ ତାରିଖ ଅଧିକ ଶୁଭ?

September 24, 2025

ଶୋଇବା ସମୟରେ ବାରମ୍ବାର ପରିସ୍ରା ଲାଗୁଛି କି?: ଏହି ଦୁଇଟି ଉପାୟରୁ ମିଳିପାରେ ଆଶ୍ଵସ୍ତି

September 24, 2025

ବିଶ୍ୱ ଫାର୍ମାସୀ ଦିବସ ପରିପ୍ରେକ୍ଷୀରେ ସମ୍ ହସ୍ପିଟାଲ-୨ କ୍ୟାମ୍ପସରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 24, 2025

ଓଡିଶା ପ୍ରସିଦ୍ଧ ମା’ ଭଗବତୀଙ୍କ ନବରାତ୍ର ପୂଜା, ଜାଣନ୍ତୁ କଣ ରହିଛି ପରମ୍ପରା

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.