Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଭେନ୍ସାରେ ବାପୁଜୀଙ୍କ ଜୀବନୀ ଆଧାରିତ ୫ ଦିନିଆ ପ୍ରଦର୍ଶନୀ
ଆଜିର ଖବର

ରେଭେନ୍ସାରେ ବାପୁଜୀଙ୍କ ଜୀବନୀ ଆଧାରିତ ୫ ଦିନିଆ ପ୍ରଦର୍ଶନୀ

October 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ରେଭେନ୍ସାରେ ବାପୁଜୀଙ୍କ ଜୀବନୀ ଆଧାରିତ ୫ ଦିନିଆ ପ୍ରଦର୍ଶନୀ

ସମୀକ୍ଷା ବ୍ୟୁରୋ

କଟକ : ସାରା ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳିତ ହେଉଛି । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଏହି ଅବସରରେ ବିଭିନ୍ନ ଗଣମାଧ୍ୟମ ପ୍ରଚାର ଅଭିଯାନ ଆୟୋଜନ କରାଯାଉଛି । ଏହି ଅବସରରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ଏକ ୫ ଦିନିଆ ପ୍ରଦର୍ଶନୀ ଆୟୋଜନ କରାଯିବ । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ବ୍ୟୁରୋ ଅଫ ଆଉଟରିଚ କମ୍ୟୁନିକେସନ ପକ୍ଷରୁ ଏହି ପ୍ରଦର୍ଶନୀ ଆସନ୍ତା ୨୧ରୁ ୨୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ । ଏହି ପ୍ରଦର୍ଶନୀରେ ବାପୁଙ୍କ ଜୀବନୀ,ଦର୍ଶନ ଓ ସ୍ୱାଧୀନତା ଆନ୍ଦୋଳନରେ ତାଙ୍କର ଭୂମିକାକୁ ପ୍ରଦର୍ଶିତ କରାଯିବ ।ଏହି ପ୍ରଦର୍ଶନୀ ଲାଗିଉଭୟ ପାରମ୍ପରିକ ଏବଂ ଡିଜିଟାଲ ମାଧ୍ୟମର ଉପଯୋଗ କରାଯିବ । ଏହାଛଡ଼ା କର୍ମଶାଳା, ଆଲୋଚନାଚକ୍ର ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ “ସ୍ୱଚ୍ଛତା ହି ସେବା”ର ସ୍ୱର୍ଣ୍ଣିମ ବିଚାରକୁ ଉଲ୍ଲେଖ କରାଯିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026
Latest News

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.