Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଭେନ୍ସାରେ ବାପୁଜୀଙ୍କ ଜୀବନୀ ଆଧାରିତ ୫ ଦିନିଆ ପ୍ରଦର୍ଶନୀ
ଆଜିର ଖବର

ରେଭେନ୍ସାରେ ବାପୁଜୀଙ୍କ ଜୀବନୀ ଆଧାରିତ ୫ ଦିନିଆ ପ୍ରଦର୍ଶନୀ

October 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ରେଭେନ୍ସାରେ ବାପୁଜୀଙ୍କ ଜୀବନୀ ଆଧାରିତ ୫ ଦିନିଆ ପ୍ରଦର୍ଶନୀ

ସମୀକ୍ଷା ବ୍ୟୁରୋ

କଟକ : ସାରା ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳିତ ହେଉଛି । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଏହି ଅବସରରେ ବିଭିନ୍ନ ଗଣମାଧ୍ୟମ ପ୍ରଚାର ଅଭିଯାନ ଆୟୋଜନ କରାଯାଉଛି । ଏହି ଅବସରରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ଏକ ୫ ଦିନିଆ ପ୍ରଦର୍ଶନୀ ଆୟୋଜନ କରାଯିବ । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ବ୍ୟୁରୋ ଅଫ ଆଉଟରିଚ କମ୍ୟୁନିକେସନ ପକ୍ଷରୁ ଏହି ପ୍ରଦର୍ଶନୀ ଆସନ୍ତା ୨୧ରୁ ୨୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ । ଏହି ପ୍ରଦର୍ଶନୀରେ ବାପୁଙ୍କ ଜୀବନୀ,ଦର୍ଶନ ଓ ସ୍ୱାଧୀନତା ଆନ୍ଦୋଳନରେ ତାଙ୍କର ଭୂମିକାକୁ ପ୍ରଦର୍ଶିତ କରାଯିବ ।ଏହି ପ୍ରଦର୍ଶନୀ ଲାଗିଉଭୟ ପାରମ୍ପରିକ ଏବଂ ଡିଜିଟାଲ ମାଧ୍ୟମର ଉପଯୋଗ କରାଯିବ । ଏହାଛଡ଼ା କର୍ମଶାଳା, ଆଲୋଚନାଚକ୍ର ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ “ସ୍ୱଚ୍ଛତା ହି ସେବା”ର ସ୍ୱର୍ଣ୍ଣିମ ବିଚାରକୁ ଉଲ୍ଲେଖ କରାଯିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଏହି ଦଳ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ: କ୍ରିକେଟ୍ ବୋର୍ଡକୁ ନିଲମ୍ବିତ କଲା ICC

September 24, 2025

ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଉତ୍କର୍ଷ କେନ୍ଦ୍ର ଉଦଘାଟିତ ଓ ଉତ୍ତୀର୍ଣ୍ଣ ଉତ୍ସବ ଅନୁଷ୍ଠିତ

September 24, 2025

ଖୁବ ଶିଘ୍ର ଗଡିବ ବନ୍ଦେ ଭାରତ ସ୍ଲିପର ଟ୍ରେନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦେଲେ ସୂଚନା

September 24, 2025

ନବରାତ୍ରିରେ ଗୃହ ପ୍ରବେଶ କରିପାରିବା କି, କେଉଁ ତାରିଖ ଅଧିକ ଶୁଭ?

September 24, 2025
Latest News

୧୫ ଛାତ୍ରୀଙ୍କୁ ଅସାଦଚରଣ ଅଭିଯୁକ୍ତ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଫେରାର୍

September 24, 2025

ଏହି ଦଳ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ: କ୍ରିକେଟ୍ ବୋର୍ଡକୁ ନିଲମ୍ବିତ କଲା ICC

September 24, 2025

‘କାଶ୍ମୀରକୁ ଭୁଲିଯାଅ, ଖାଲି କର ପିଓକେ’: ପାକିସ୍ତାନକୁ UNHRCରେ ଭାରତର କଡା ଜବାବ

September 24, 2025

ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଉତ୍କର୍ଷ କେନ୍ଦ୍ର ଉଦଘାଟିତ ଓ ଉତ୍ତୀର୍ଣ୍ଣ ଉତ୍ସବ ଅନୁଷ୍ଠିତ

September 24, 2025

ଖୁବ ଶିଘ୍ର ଗଡିବ ବନ୍ଦେ ଭାରତ ସ୍ଲିପର ଟ୍ରେନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦେଲେ ସୂଚନା

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.