Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅର୍ଥନୈତିକ ଚିନ୍ତାଧାରାରେ ମୁଁ ପକ୍ଷପାତୀ ନୁହେଁ : ଅଭିଜିତ୍‌ ବାନାର୍ଜୀ
ଆଜିର ଖବର

ଅର୍ଥନୈତିକ ଚିନ୍ତାଧାରାରେ ମୁଁ ପକ୍ଷପାତୀ ନୁହେଁ : ଅଭିଜିତ୍‌ ବାନାର୍ଜୀ

October 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତୀୟ-ଆମେରିକୀୟ ନୋବେଲ ବିଜେତା ଅଭିଜିତ୍‌ ବାନାର୍ଜୀ ପୀୟୁଷ ଗୋଏଲ୍‌ଙ୍କ ବାମପନ୍ଥୀ ମନ୍ତବ୍ୟକୁ ନେଇ ନିଜର ମତ ରଖିଛନ୍ତି । ସେ କହିଛନ୍ତି, ଅର୍ଥନୈତିକ ଚିନ୍ତା ଆଧାରରେ ମୁଁ ଆଦୌ ପକ୍ଷପାତୀ ନୁହେଁ । ମୁଁ ଅନେକ ବିଜେପି ଶାସିତ ରାଜ୍ୟ ସହିତ କାମ କରିଛି । ଆମେ ଏକାଧିକ ରାଜ୍ୟ ସହିତ କାମ କରିଥାଉ । ଏପରିକି ନରେନ୍ଦ୍ର ମୋଦୀଙ୍କ ମୁଖ୍ୟମନ୍ତ୍ରୀତ୍ବ ସମୟରେ ଆମେ ଗୁଜୁରାଟ ପ୍ରଦୂଷଣ ନିଗମ ସହିତ କାମ କରିଥିଲୁ । ତେଣୁ କୌଣସି ଦଳକୁ ସମର୍ଥନ କରିବା ନେଇ ଗୋଏଲଙ୍କ ମନ୍ତବ୍ୟ ସମ୍ପୂର୍ଣ୍ଣ ନିରର୍ଥକ ବୋଲି ବାନାର୍ଜୀ କହିଛନ୍ତି । କଂଗ୍ରେସ ଦେଶରୁ ଦାରିଦ୍ର୍ୟ ଦୂରୀକରଣ ପାଇଁ ପ୍ରସ୍ତାବ ମାଗିଥିବାରୁ ନ୍ୟାୟ ଯୋଜନା ପ୍ରଦାନ କରାଯାଇଥିଲା । ସମାନ ଭାବରେ ଯଦି ବିଜେପି କିମ୍ବା ଅନ୍ୟ କୌଣସି ରାଜନୈତିକ ଦଳ ସହାୟତା ଆଶା କରିବେ ତାହା ମଧ୍ୟ ପ୍ରଦାନ କରାଯିବ ବୋଲି ବାନାର୍ଜୀ ପ୍ରକାଶ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026
Latest News

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.